ପାଟଣା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ ୧୪ ସମିତିସଭ୍ୟ

ପାଟଣା,୧୩ା୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାୟକଙ୍କ ବିରୋଧରେ ଅନାସ୍ଥା ଲାଗି ପ୍ରସ୍ତାବ ଦିଆଯାଇଛି। ଶୁକ୍ରବାର ପାଟଣା ବ୍ଲକର ୧୪ ଜଣ ସମିତି ସଭ୍ୟ ଏକାଠି ହୋଇ କେନ୍ଦୁଝର ଉପଜିଲାପାଳ ଉମାଶଙ୍କର ଦଳେଇଙ୍କ ନିକଟରେ ଏନେଇ ଦରଖାସ୍ତ ଦେଇଛନ୍ତି।
୍ଶୂଚନା ଅନୁଯାୟୀ, ବ୍ଲକ ଅଧ୍ୟକ୍ଷାଙ୍କ ମନମୁଖି ଶାସନ, ନିୟମିତ ସମିତି ବୈଠକ ନ ଡାକିବା, ଉନ୍ନୟନ କାର୍ଯ୍ୟ ସଭ୍ୟଙ୍କ ଅଜ୍ଞାତରେ କରିବା ସହ ଦୁର୍ବ୍ୟବହାର କରୁଥିବା ନେଇ ପତ୍ରରେ ଉଲ୍ଲେଖ ରହିଛି। ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକଙ୍କ ନେତୃତ୍ୱରେ ୧୪ ଜଣ ସମିତିସଭ୍ୟ ଏକାଠି ହୋଇ ଅନାସ୍ଥା ପ୍ରସ୍ତାବ ପାଇଁ ମେଳି କରିଛନ୍ତି। ୨୦ ଜଣ ସମିତି ସଭ୍ୟଙ୍କ ମଧ୍ୟରୁ ଉକ୍ତ ୧୪ ଜଣ ଅଜ୍ଞାତବାସରେ ଥିବା ଜଣାପଡ଼ିଛି। ଏ ନେଇ ଉପଜିଲାପାଳ ଦଳେଇ କହିଛନ୍ତି, ପାଟଣା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଲାଗି ୩ରୁ ୪ଜଣ ସଭ୍ୟ ସେମାନଙ୍କ ଦସ୍ତଖତ ସମ୍ବଳିତ ଦରଖାସ୍ତ ଦେଇଛନ୍ତି। ଏହାର ତଦନ୍ତ ପାଇଁ ଜିଲା ପଞ୍ଚାୟତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri