Posted inଜାତୀୟ

ମୋଦି କଲେ ଏମିତି କାମ: ସୋସିଆଲ ମିଡିଆରେ ଛୁଟିଲା ପ୍ରଶଂସା ସୁଅ

ନୂଆଦିଲ୍ଲୀ,୧୬।୧୨: ଡିସେମ୍ବର ୧୩ ଏବଂ ୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣସୀ ଗସ୍ତ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ତାଙ୍କ ସ୍ବପ୍ନର ପ୍ରକଳ୍ପ କାଶୀ ବିଶ୍ୱନାଥ କରିଡରର ଉଦଘାଟନ କରିଥିଲେ ଏବଂ ଗଙ୍ଗା ଆରତୀରେ ମଧ୍ୟ ଭାଗ ନେଇଥିଲେ। ତାଙ୍କ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଅନେକ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି। ଯାହା ଫଳରେ ତାଙ୍କୁ ସୋସିଆଲ ପ୍ରଶଂସା କରାଯାଉଛି।

ବାରାଣସୀ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଜଣେ ଭିନ୍ନକ୍ଷମ ମହିଳା ତାଙ୍କୁ ଭେଟି ତାଙ୍କ ପାଦ ଛୁଇଁବାକୁ ଆଗେଇ ଆସିଥିଲେ। ପ୍ରଧାନମନ୍ତ୍ରୀ ମହିଳାଙ୍କୁ ମଝିରେ ଅଟକାଇ ନିଜେ ତାଙ୍କ ପାଦ ଛୁଇଁଥିଲେ। ଏହି ସମୟରେ ମହିଳା ଜଣକ ଭାବପ୍ରବଣ ହୋଇପଡିଥିବାର ଦେଖାଯାଇଥିଲା। ଏହା ପରେ ପ୍ରଧାନମନ୍ତ୍ରୀ ଏବଂ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଭିନ୍ନକ୍ଷମ ମହିଳାଙ୍କ ସହ କଥା ହୋଇଥିଲେ। ଜଣେ ଭିନ୍ନକ୍ଷମ ମହିଳାଙ୍କ ପାଦ ଛୁଇଁବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏବଂ ଲୋକମାନେ ତାଙ୍କୁ ପ୍ରଶଂସା କରୁଛନ୍ତି। ଏହି ଫଟୋ ଭାଜପା ମହିଲା ମୋର୍ଚ୍ଚା ଜାତୀୟ ସଭାପତି ଭନାଥୀ ଶ୍ରୀନିବାସନ ଏହାକୁ ସମସ୍ତ ମହିଳା ଶକ୍ତି ପାଇଁ ସମ୍ମାନ ବୋଲି କହିଛନ୍ତି। ସେ ଟୁଇଟ କରି କହିଛନ୍ତି, ଆମେ ସମସ୍ତେ ଆମର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଗର୍ବିତ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri