ଶୁଣିଲାନି ପ୍ରଶାସନ: ଗାଁ ଲୋକେ ତିଆରି କଲେ ଯାତ୍ରୀ ବିଶ୍ରାମାଗାର

ବାଲିଗୁଡା,୧୦।୦୮:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ଅଧୀନସ୍ଥ ମିଡ଼ିଆକିଆ ପଞ୍ଚାୟତର କୌଣସି ଛକ ସ୍ଥାନରେ ଯାତ୍ରୀ ବିଶ୍ରାମାଗାର ନଥିବାରୁ ଖରା ବର୍ଷାରେ ଗଛମୂଳେ ଯାତ୍ରୀମାନେ ଅପେକ୍ଷା କରୁଥିବା ବେଳେ ଅଧିକାଂଶ ସମୟରେ ଅସୁବିଧାର ମଧ୍ୟ ସମ୍ମୁଖୀନ ହେଉଛନ୍ତି।ଏ ସମ୍ପର୍କରେ ଗ୍ରାମବାସୀ ମାନେ ବାରମ୍ବାର ବ୍ଲକ ପ୍ରଶାସନକୁ ଜଣାଇଥିଲେ ମଧ୍ୟ କୌଣସି ପ୍ରକାରେ ଦୃଷ୍ଟି ନ ଦେବାରୁ ଏହାକୁ ଦୃଷ୍ଟିରେ ରଖି ପଞ୍ଚାୟତ ଅଞ୍ଚଳର କିଛି ସମାଜସେବୀ ଏବଂ ଏବଂ ଗ୍ରାମବାସୀ ବାଧ୍ୟ ହୋଇ ନିଜସ୍ବ ଉଦ୍ୟମରେ ଶ୍ରମଦାନ କରି କାଠ ଓ ଜରିପାଲରେ ଯାତ୍ରୀ ଅସ୍ଥାୟୀ ବିଶ୍ରାମାଗାର ନିର୍ମାଣ କରିଛନ୍ତି । ଗ୍ରାମବାସୀ ଓ ଛାତ୍ରଛାତ୍ରୀ ଏଠାରେ ରହି ବସ,ଓ ଅଟୋକୁ ଅପେକ୍ଷା କରୁଛନ୍ତି । ଏପରି ଏକ ଜନସେବା କାର୍ଯ୍ୟ କରିଥିବା ବ୍ୟକ୍ତି ବିଶେଷଙ୍କୁ ଅଞ୍ଚଳବାସୀ ସମେତ ଅପେକ୍ଷା ରତ ଯାତ୍ରୀ ଓ ଛାତ୍ରଛାତ୍ରୀ ମାନେ ସାଧୁବାଦ ଜଣାଇଛନ୍ତି ।ଏଥି ପ୍ରତି ବ୍ଲକ ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ପଞ୍ଚାୟତର ମୁଖ୍ୟ ଛକସ୍ଥାନ ମାନଙ୍କରେ ପ୍ରଶାସନ ପକ୍ଷରୁ ସ୍ଥାୟୀ ଯାତ୍ରୀ ବିଶ୍ରାମଗାର ନିର୍ମାଣ କରିବାକୁ ଗ୍ରାମର ସମାଜ ସେବୀ ଅରୁଣ ନାୟକ, ବିଞ୍ଜାମିନ ନାୟକ, ବୁଦ୍ଧିଜୀବୀ, ବ୍ୟବସାୟୀ ସଙ୍ଘ, ଅଟୋ ସଙ୍ଘ, ଏବଂ ଗ୍ରାମବାସୀ ପ୍ରମୁଖ ଦାବି ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri