Posted inଜାତୀୟ

ଶିଶୁଙ୍କୁ ମିଳୁନି ଆବଶ୍ୟକ ପୋଷକ ତତ୍ତ୍ୱ: ୟୁନିସେଫ

ନୂଆଦିଲ୍ଲୀ,୨୩ ।୯: ଶିଶୁମାନଙ୍କୁ ନେଇ ୟୁନିସେଫ ଏକ ରିପୋର୍ଟ ଜାରି କରିଛି । ଯେଉଁଥିରେ ଦର୍ଶାଯାଇଛି କି ୨ ବର୍ଷରୁ କମ୍ ବୟସର ଶିଶୁଙ୍କ ବିକାଶ ପାଇଁ ଆବଶ୍ୟକ ପରିମାଣର ଭୋଜନ ବା ପୋଷକ ତତ୍ତ୍ୱ ମିଳିପାରୁ ନାହିଁ । ରିପୋର୍ଟରେ ଚେତାବନୀ ଦିଆଯାଇଛି କି କରୋନା ମହାମାରୀ କାରଣରୁ ଶିଶୁଙ୍କ ସ୍ଥିତି ଆହୁରି ଖରାପ ହୋଇପାରେ । ଚଳିତ ସପ୍ତାହରେ ହୋଇଥିବା ‘ସଂଯୁକ୍ତ ରାଷ୍ଟ୍ର ଖାଦ୍ୟ ପ୍ରଣାଳୀ ସମ୍ମିଳନୀ’ ପୂର୍ବରୁ ୟୁନିସେଫର ଏହି ରିପୋର୍ଟ ସାମ୍ନାକୁ ଆସିଛି । ସୂଚନାଯୋଗ୍ୟ, ଏହି ରିପୋର୍ଟ ପ୍ର୍‌ସ୍ତୁତି ପାଇଁ ଶିଶୁମାନଙ୍କ ମା’ଙ୍କ ସହ କଥାବାର୍ତ୍ତା କରାଯାଇଥିଲା । ଏଥିରେ ଇଥିଓପିଅ, ଘାନା,ଭାରତ, ମେକ୍ସିକୋ, ନାଇଜିରିୟା, ସର୍ବିୟା ଓ ସୁଡାନରେ ପ୍ରତି ୩ ଜଣରେ ଜଣେ ଶିଶୁଙ୍କୁ ପ୍ରତିଦିନ ଅତିକମରେ ଗୋଟିଏ ଥର ଆବଶ୍ୟକ ପରିମାଣର ଖାଦ୍ୟ ଦିଆଯାଉଛି । ରିପୋର୍ଟରେ ଦର୍ଶାଯାଇଛି କି ବୃଦ୍ଧି ପାଉଥିବା ଗରିବ, ଯୁଦ୍ଧ, ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ବିପତ୍ତି ଓ କରୋନା ମହାମାରୀ ଯୋଗୁ ବିଶ୍ୱର ଅଧିକାଂଶ ଦେଶର ଶିଶୁଙ୍କୁ ଉଚିତ ପୋଷକ ତତ୍ତ୍ୱ ମିଳିପାରୁ ନାହିଁ । ତେବ ଗତ ୧୦ ବର୍ଷ ମଧ୍ୟରେ ଏଥିରେ କୌଣସି ବିଶେଷ ପରିବର୍ତ୍ତନ ଆସିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

ବିଦ୍ୟୁତ୍‌ ସଂଯୋଗ ନ ହେଲେ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ନୂଆପଡ଼ା,୧୫ା୭ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟ ମଧ୍ୟସ୍ଥ ଢେକୁନପାଣି ଗଁାରେ ବିଦ୍ୟୁତ ଟ୍ରାନ୍ସଫର୍ମର ପୋଡି ଯୋଗୁ ଲୋକେ ଅନ୍ଧାରରେ ରାତି ବିଉଛନ୍ତି।…

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri