Posted inଫୁରସତ

ୟୁନି ସାଇକେଲ ପୋଲୋ

ଘୋଡା ଉପରେ ଲମ୍ବା ମାଲେଟ୍‌ (ହକ ଷ୍ଟିକ୍‌ ପରି) ସାହାଯ୍ୟରେ ଦୁଇଟି ଦଳ ଗୋଟିଏ ଛୋଟିଆ ବଲକୁ ନେଇ ଖେଳନ୍ତି ପୋଲୋ। ଏହି ଖେଳ ବେଶ୍‌ ରୋଚକ ହେବାସହ କଷ୍ଟକର ବି। ଘୋଡା ଚଳାଇବା ସହ ଲମ୍ବା ମାଲେଟ୍‌ ସାହାଯ୍ୟରେ ଅପୋନେଣ୍ଟର ଗୋଲପୋଷ୍ଟ ଭିତରକୁ ବଲ୍‌କୁ ମାରିବାକୁ ହୁଏ। ତେବେ ଏହି ଖେଳ ପରି ଆଉ ଏକ ଖେଳ ବି ଅଛି। ହେଲେ ଏଥିରେ ଘୋଡା ବଦଳରେ ବ୍ୟବହାର କରାଯାଏ ୟୁନି ସାଇକେଲ। ୟୁନି ସାଇକେଲ ଅର୍ଥାତ୍‌ ଏକ ଚକିଆ ସାଇକେଲ, ଯାହାକୁ ନିୟନ୍ତ୍ରଣ କରି ଚଳାଇବା ବହୁତ କଷ୍ଟକର। ଏମିତିରେ ଏହାକୁ ଚଳାଇବା ସହ ଏକା ନିୟମରେ ପୋଲୋ ଖେଳିବା ଅସମ୍ଭବ ଲାଗେ। କିନ୍ତୁ କିଛି ଦୁଃସାହସୀ ବ୍ୟକ୍ତିଙ୍କ ପାଇଁ ଏଭଳି ଏକ କଷ୍ଟକର ଖେଳର ପ୍ରତିଯୋଗିତା ଆୟୋଜନ ହେଉଛି। ଏହି ଖେଳ ବେଶ୍‌ ରୋମାଞ୍ଚକର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri