ମହାନଦୀରେ ଅଜଣା ମୃତଦେହ

ସାଲେପୁର,୧୩।୧୨(ଡି.ଏନ୍‌.ଏ.): କଟକ ଜିଲା କିଶନନଗର କାଳିକାପୁର ମହାନଦୀରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି । ସ୍ଥାନୀୟ ଲୋକେ ମୃତଦେହ ଭାସୁଥିବାର ଦେଖି ବାଉଁଶ ଦ୍ବାରା ଅଟକାଇଥିଲେ । ପରେ କିଶନନଗର ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ମୃତଦେହ କେଉଁଠୁ ଭାସି ଏଠାକୁ ଆସିଲା ତାହା ଜଣାପଡିନାହିଁ । ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?