ଆମ୍ବଝରନ ଫରେଷ୍ଟ ରିଜର୍ଭରେ ଝୁଲୁଛି ଅଜଣା ମୃତଦେହ

ବଲାଙ୍ଗୀର,୧୧।୫: ବଲାଙ୍ଗୀର ଆଗଲପୁର ଥାନା ଅନ୍ତର୍ଗତ ଆମୱଝରନ ରିଜର୍ବ ଫରେଷ୍ଟରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିଛି ।
ସୂଚନା ଅନୁଯାୟୀ, ଆମ୍ବଝରନ ରିର୍ଜବ ଫରେଷ୍ଟଠାରେ ଏକ ଗଛରେ ଜଣେ ଅଜଣା ବ୍ୟକ୍ତି ବେକରେ ରଶି ଲଗାଇ ଝୁଲି ପଡିଥିବା ସ୍ଥାନୀୟ ଅଧିବାସୀ ଦେଖିବାକୁ ପାଇଥିଲେ। ପରେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଝୁଲନ୍ତା ମୃତଦେହକୁ ଉଦ୍ଧାର କରି ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ଆଣିଥିବା ଜଣାପଡିଛ। ଏପର୍ଯ୍ୟନ୍ତ ଅଜଣା ମୃତ ବ୍ୟକ୍ତିଙ୍କ ପରିଚୟ ମିଳପାରି ନ ଥିବା ବେଳେ ମୃତ ବ୍ୟକ୍ତି ଜଣକ ଚିହ୍ନଟ ହେବା ପରେ ହତ୍ୟା ନା ଆତ୍ମହତ୍ୟା ଜଣାପଡ଼ିବ ବୋଲି କୁହାଯାଉଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?