ନଦୀ ତଟରେ ପଡ଼ିଛି ଅଜଣା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତି ଦେଖି…

ଗଞ୍ଜାମ,୨୩ା୧୦(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଋଷିକୂଲ୍ୟା ନଦୀ ତଟରେ ପଙ୍କାଳ ନିକଟରେ ଗୁରୁବାର ସନ୍ଧ୍ୟାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଜବତ ହୋଇଛି। ସ୍ଥାନୀୟ ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ହତ୍ୟାକରି ଫିଙ୍ଗି ଦିଆଯାଇଥିବାର ସନ୍ଦେହ କରାଯାଉଛି।
ଖବର ପାଇ ଗଞ୍ଜାମ ଥାନା ପୋଲିସ ଓ ଅଗ୍ନିଶମ ବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ମୃତଦେହରେ କେବଳ ଗୋଟିଏ ଗଞ୍ଜି ଓ ଜିନ୍ସ ପିନ୍ଧାଯାଇଥିବା ଦେଖାଯାଇଛି। ଦେହ ଫୁଲିଯାଇଥିବା ସହ ବିଭିନ୍ନ ସ୍ଥାନରେ ଗଭୀର କ୍ଷତଚିହ୍ନ ରହିଛି। ପୋଲିସ ମୃତକଙ୍କ ପରିଚୟ ଓ ହତ୍ୟାର କାରଣ ଜାଣିବାକୁ ତଦନ୍ତ ଜାରି ରଖିଛି। ଉକ୍ତ ଘଟଣା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ…

‘କୁତ୍ରିମ ବୁଦ୍ଧିମତା ଯୁଗରେ ପ୍ରତିଟି କ୍ଷେତ୍ରରେ ଯତ୍ନବାନ ରୁହନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୨୧|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସରାୟ ବିଜ୍ଞାନ କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ମେଜର୍ ଡ.…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri