Unified Pension Scheme: ପେନସନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୨: ଏକୀକୃତ ପେନସନ ଯୋଜନା ଉପରେ କ୍ୟାବିନେଟ ମୋହର ଲଗାଇଛନ୍ତି ମୋହନ ସରକାର ଗତ ୨୦୨୪ ଅଗଷ୍ଟ ୨୪ରେ ଏକୀକୃତ ପେନସନ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଥିଲା କେନ୍ଦ୍ର କ୍ୟାବିନେଟ । ଆସନ୍ତା ୨୦୨୫ ଏପ୍ରିଲ ପହିଲାରୁ ଏହା କାର୍ଯ୍ୟକ୍ଷମ କରାଯିବ ।

ଯେଉଁ କର୍ମଚାରୀମାନେ NPS ବ୍ୟବସ୍ଥାରେ ପେନସନ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି, ସେମାନଙ୍କ ପାଇଁ ଏହି ବ୍ୟବସ୍ଥା ଲାଗୁ କରିବା ନିମନ୍ତେ ରାଜ୍ୟ କ୍ୟାବିନେଟ ସ୍ଥିର କରିଛନ୍ତି । ୨୫ ବର୍ଷର ସର୍ବନିମ୍ନ ଯୋଗ୍ୟତା ଅର୍ଜନକାରୀ ସେବା ଅବଧି ପାଇଁ, ଅବସର ପୂର୍ବର ୧୨ ମାସରେ ମିଳିଥିବା ହାରାହାରି ମୂଳ ଦରମା ବା ବେସିକ ପେ’ର, ୫୦ ପ୍ରତିଶତ ହାରରେ ପେନସନ ମିଳିବ । ସର୍ବନିମ୍ନ ୧୦ ବର୍ଷର ଚାକିରି ଅବଧି ଠାରୁ ଆରମ୍ଭ କରି ୨୫ ବର୍ଷ ପର୍ଯ୍ୟନ୍ତ ଚାକିରି ଅବଧି କ୍ଷେତ୍ରରେ ପେନଶନ ଆନୁପାତିକ ଭାବେ ମିଳିବ ।

ସେହିପରି ମୃତ୍ୟୁ ପୂର୍ବରୁ କର୍ମଚାରୀ ପାଉଥିବା ପେନସନ ୬୦ ପ୍ରତିଶତ ହାରରେ ପାରିବାରିକ ପେନସନ ମିଳିବ । ସର୍ବନିମ୍ନ ୧୦ ବର୍ଷ ଚାକିରି ଅବଧି ସାରି ଅବସର ନେବା ପରେ ମାସିକ ୧୦,୦୦୦ ଟଙ୍କା ପେନସନ ମିଳିବ । ପ୍ରତ୍ୟେକ ସମ୍ପୂର୍ଣ୍ଣ ୬ ମାସ ସେବା ପାଇଁ ଅବସର ତାରିଖରେ ମିଳୁଥିବା ମାସିକ ପାରିଶ୍ରମିକର ଏକ ଦଶମାଂଶ ଏକକାଳୀନ ରାଶି ଭାବେ ମିଳିବ । ଏହି ରାଶି କାରଣରୁ ସୁନିଶ୍ଚିତ ପେନସ ର ପରିମାଣ କମ ହେବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri