ଏଣିକି ଅଗ୍ନିଶମ କର୍ମଚାରୀଙ୍କୁ ମିଳିବ ୟୁନିଫର୍ମ ଭତ୍ତା

ଭୁବନେଶ୍ୱର,୬।୬(ବ୍ୟୁରୋ): ଅଗ୍ନିଶମ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ଅଗ୍ନିଶମ କର୍ମଚାରୀଙ୍କୁ ୟୁନିଫର୍ମ ଭତ୍ତା ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । କର୍ମଚାରୀଙ୍କୁ ବାର୍ଷିକ ୫,୭୦୦ ଓ ୫,୮୦୦ ଟଙ୍କା ଭତ୍ତା ଦେବାକୁ ଘୋଷଣା କରିଛନ୍ତି।
ସେହିପରି ଆସିଷ୍ଟାଣ୍ଟ ଫାୟାର ଅଫିସରଠାରୁ ଫାୟାରମ୍ୟାନ ପର୍ଯ୍ୟନ୍ତ ସମସ୍ତଙ୍କୁ ୫,୭୦୦ଟଙ୍କା ଭତ୍ତା ମିଳିବା ବେଳେ ଲିଡିଂ ଫାୟାରମ୍ୟାନ, ଡ୍ରାଇଭର ହାବିଲଦାରଙ୍କୁ ୫,୮୦୦ ଟଙ୍କା ମିଳିବ । ହେଲେ ଜୁଲାଇ ୧ ସୁଦ୍ଧା ୬ ମାସରୁ କମ ଚାକିରିଥିବା କର୍ମଚାରୀଙ୍କୁ ଭତ୍ତା ମିଳିବ ନାହିଁ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri