Posted inଜାତୀୟ

ସମସ୍ତ ପ୍ରକାର ଦୁଗ୍ଧ କାର୍ଟନ ଉପରେ ଲାଗୁ ହେବ ୟୁନିଫର୍ମ ଟ୍ୟାକ୍ସ

ନୂଆଦିଲ୍ଲୀ,୨୨।୬: ବର୍ଷର ପ୍ରଥମ ଜିଏସ୍‌ଟି ପରିଷଦ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀମାନେ ସାମିଲ ହୋଇଥିଲେ। ବୈଠକ ଶେଷ ହେବା ପରେ ନିଆଯାଇଥିବା ସମସ୍ତ ପ୍ରମୁଖ ନିଷ୍ପତ୍ତି ନେଇ ଅର୍ଥମନ୍ତ୍ରୀ ଗଣମାଧ୍ୟମକୁ ସୂଚନା ଦେଉଛନ୍ତି।

ଜିଏସ୍‌ଟି ପରିଷଦ ସମସ୍ତ ଦୁଗ୍ଧ କାର୍ଟନରେ ସମାନ ହାରରେ ୧୨ ପ୍ରତିଶତ ସୁପାରିଶ କରିଛି। ଟିକସ ଚାହିଦା ନୋଟିସ୍‌ ଉପରେ ସୁଧଛାଡ଼ କରିବାକୁ ପରିଷଦ ସୁପାରିଶ କରିଛି। ଟ୍ୟାକ୍ସ କର୍ତ୍ତୃପକ୍ଷଙ୍କ ଦ୍ୱାରା ଆବେଦନ ଟ୍ରିବ୍ୟୁନାଲରେ ଆବେଦନ କରିବା ପାଇଁ ଜିଏସ୍‌ଟି ପରିଷଦ ୨୦ ଲକ୍ଷ ଟଙ୍କା ସୀମା ସୁପାରିଶ କରିଛି। ଏଥିରେ ହାଇକୋର୍ଟ ପାଇଁ ୧ କୋଟି ଟଙ୍କା ଏବଂ ସୁପ୍ରିମକୋର୍ଟ ପାଇଁ ୨ କୋଟି ଟଙ୍କା ଧାର୍ଯ୍ୟ କରାଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା...

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ...

ଧରିତ୍ରୀ ୱେବ ପ୍ରଭାବ: ଯୋଡ଼ା ଲଘୁଚାପଜନିତ କ୍ଷୟକ୍ଷତି ଆକଳନ କଲା ରାଜସ୍ବ ବିଭାଗ

କୁଆଁରମୁଣ୍ଡା,୧୪।୦୭(ମହେନ୍ଦ୍ର କୁମାର ସାହୁ): ଯୋଡ଼ା ଲଘୁଚାପ ଯୋଗୁ ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଜାତୀୟ ରାଜପଥରେ ଆଣ୍ଠୁଏ ପାଣି ଶୀର୍ଷକ ଏକ ଖବର ଧରିତ୍ରୀ...

FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ...

ସାର୍‌ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’...

ରାଜ୍ୟ ସ୍ତରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା: ଚମକିଲେ ଗଞ୍ଜାମ ଝିଅ,ପୁଅ ପାୟଲଙ୍କୁ ସ୍ବର୍ଣ୍ଣ କଳ୍ପଜିତଙ୍କୁ

ଗଞ୍ଜାମ,୧୪।୭(ବିଦ୍ୟାଧର ସାହୁ ): ଚଳିତ ବର୍ଷ ରାଜ୍ୟ ସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଗଞ୍ଜାମର ଓଡ଼ିଆ ଝିଅ ପାୟଲ ନାହାକ (୯ )ସ୍ବର୍ଣ୍ଣ ପଦକ ଏବଂ କଳ୍ପଜିତ...

ମହାକାଶରୁ ଫେରିବା ପରେ ଏସବୁ ଜିନିଷ ଭୁଲିଯିବେ ଶୁଭାଂଶୁ ଶୁକ୍ଲା: ଖାଇବାଠାରୁ ଚାଲିବା ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧୪।୭: ଭାରତର ମହାକାଶ ଅଭିଯାନରେ ଆଉ ଏକ ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ୧୮ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri