ଶାମ୍ପୁ ଫେରାଇନେଲା ୟୁନିଲିଭର

ନୂଆଦିଲ୍ଲୀ,୨୬।୧୦: ଅନ୍ତଃରାଷ୍ଟ୍ରୟୀୟ ଏଫ୍‌ଏମ୍‌ସିଜି କମ୍ପାନୀ ୟୁନିଲିଭରର ବିଭିନ୍ନ ଶାମ୍ପୁରେ କର୍କଟ ସୃଷ୍ଟିକାରୀ କେମିକାଲ ମିଳିଥିବା କୁହାଯାଉଛି। ଏପରିକି କମ୍ପାନୀ ଆମେରିକା ବଜାରରୁ ଡୋଭ, ନେକ୍ସସ, ସୁଆଭେ, ଟିଆଇଜିଆଇ ଓ ଟ୍ରେସ୍‌ମେ ଏୟରୋସୋଲ ଡ୍ରାଇ ଶାମ୍ପୁ ଉଭୟ ଦୋକାନୀ ଡିଷ୍ଟ୍ରିବ୍ୟୁଟରଙ୍କଠାରୁ ଫେରାଇ ଆଣିଛି। ବିଶେଷକରି ଆମେରିକା ଫୁଡ୍‌ ଆଣ୍ଡ ଡ୍ରଗ୍‌ ଆଡ୍‌ମିନିଷ୍ଟ୍ରେଶନ(ଏଫ୍‌ଡିଏ)ର ସୂଚନା ଅନୁସାରେ ଏହିସବୁ ଉତ୍ପାଦ ଅକ୍ଟୋବର ୨୦୨୧ ପୂର୍ବରୁ ପ୍ରସ୍ତୁତ ହୋଇଥିଲା ଓ ଏଗୁଡିକୁ ସାରା ଦେଶରେ ରିଟେଲରଙ୍କୁ ବିତରଣ କରାଯାଇଥିଲା। ଏଥିରେ ଥିବା ବେଞ୍ଜିନ ଯୋଗୁ ମଣିଷଙ୍କଠାରେ କର୍କଟ ରୋଗ ସୃଷ୍ଟି ହୋଇପାରେ। ଏଫ୍‌ଡିଏର ରିକଲ ନୋଟିସରେ ବେଞ୍ଜିନ ଅନେକ ଉପାୟରେ ମଣିଷ ଶରୀରକୁ ଯାଇପାରେ ବୋଲି କୁହାଯାଇଛିି। ଏହାକୁ ଶୁଂଘିଲେ ମୁହଁ ଓ ତ୍ୱଚା ମାଧ୍ୟମରେ ଶରୀରକୁ ଏହା ଯାଇପାରେ। ଏଥିଯୋଗୁ ଲ୍ୟୁକୋମିଆ ଓ ବ୍ଲଡ୍‌ କ୍ୟାନ୍‌ସର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଖରସ୍ରୋତା ନଦୀକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ଯାଜପୁର,୨୪।୯: ଯାଜପୁର ଜିଲା ବିଞ୍ଝାରପୁର ଖରସ୍ରୋତା ନଦୀ ବ୍ରିଜ ଉପରୁ ଗୁରୁବାର ଜଣେ ମହିଳା ଡେଇଁ ପଡିଥିଲେ। ମହିଳା ଜଣକ ବ୍ରିଜ୍‌ ଉପରେ ଚପଲ ଓ ଛତା…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?