ୟୁନିୟନ ବ୍ୟାଙ୍କର ନୂଆ ଲୋନ୍‌ ପ୍ରୋସେସିଂ ସେଣ୍ଟର

ଭୁବନେଶ୍ୱର,୧୭।୭: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର ଏବଂ କଟକରେ ୪ ନୂଆ ଲୋନ୍‌ ପ୍ରୋସେସିଂ ୟୁନିଟ ଶୁଭାରମ୍ଭ କରାଯାଇଛି। ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ମହାପ୍ରବନ୍ଧକ ରମାକାନ୍ତ ପ୍ରଧାନ, ଉପମହାପ୍ରବନ୍ଧକ ସୁଦର୍ଶନ ସେଠୀ, କଟକ କ୍ଷେତ୍ରର କ୍ଷେତ୍ରୀୟ ମହାପ୍ରବନ୍ଧକ ଭୁବନେଶ୍ୱର ନାୟକ ୟୁନିଟଗୁଡିକୁ ଶୁଭାରମ୍ଭ କରିଥିଲେ। ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ଇଶାନ କୁମାର ପାତ୍ର ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଋଣ ବଣ୍ଟନ କ୍ଷେତ୍ରରେ ଏହା ଓ୍ବାନ୍‌ଷ୍ଟପ୍‌ ସଲ୍ୟୁଶନ ହେବ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମରେ ରିଲନ ପ୍ୟାକ୍ଟର ସ୍ବତ୍ୱାଧିକାରୀ ପ୍ରତୀଶ ସାହୁ, ମୁଖ୍ୟ ମହାପ୍ରବନ୍ଧକ ଏସ୍‌.ଶାମ୍ବା ଶିବା ରାଓ, ଚିନ୍ମୟ କୁମାର ମହାନ୍ତି, ଅଶୋକ କୁମାର ମିଶ୍ର, ସରଳର ସହାୟକ ମହାପ୍ରବନ୍ଧକ ଅଶୋକ କୁମାର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋରାଟୋରିୟମ ମାମଲାରେ କେନ୍ଦ୍ରକୁ ଭର୍ତ୍ସନା; ସପ୍ତାହେ ମଧ୍ୟରେ ପକ୍ଷ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭।୮: କରୋନା ମହାମାରୀ ଯୋଗୁ ଲୋକମାନେ ସାମ୍ନା କରୁଥିବା ବିଭିନ୍ନ ଆର୍ଥତ୍କ ସମସ୍ୟାରୁ ଆଶ୍ୱସ୍ତି ଦେବାକୁ ରିଜର୍ଭ ବ୍ୟାଙ୍କ ଋଣ କିସ୍ତି ପ୍ରଦାନ ଉପରେ ମୋରାଟୋରିୟମ...

ପନିପରିବା ଦାମ୍‌ ବୃଦ୍ଧି ଯୋଗୁ ୮୭ ପ୍ରତିଶତ ଭାରତୀୟ ପରିବାର ପ୍ରଭାବିତ..

ନୂଆଦିଲ୍ଲୀ, ୧୨।୪ : ଦେଶରେ ପନିପରିବା ଦାମ୍‌ ବୃଦ୍ଧି ଯୋଗୁ ଲୋକଙ୍କ ସମସ୍ୟା ଉତ୍କଟ ହେବାରେ ଲାଗିଛି। ଏକ ସର୍ଭେ ଅନୁସାରେ ଏହାଯୋଗୁ ୮୭ ଭାରତୀୟ...

ଚନ୍ଦ୍ରଶେଖରନ୍‌ ଟାଟା ସନ୍ସ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ପୁନଃ ନିଯୁକ୍ତ

ନୂଆଦିଲ୍ଲୀ,୧୨ା୨(ପି.ଟି.): ଏନ୍‌. ଚନ୍ଦ୍ରଶେଖରନ୍‌ଙ୍କୁ ଟାଟା ସନ୍ସ ଏହାର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଆଉ ୫ ବର୍ଷ ଲାଗି ପୁନଃ ନିଯୁକ୍ତ କରିଛି। ବୋର୍ଡ ସଦସ୍ୟମାନେ ଚନ୍ଦ୍ରଶେଖରନ୍‌ଙ୍କ...

କର୍ପୋରେଟ ଜଗତକୁ ସୀତାରାମନ୍‌ଙ୍କ ପୂଜା ଭେଟି

ପାନାଜୀ,୨୧-୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କର୍ପୋରେଟ ଜଗତକୁ ପୂଜା ଉପହାର ଭେଟି ଦେବାକୁ ଯାଇ ବଜେଟ ଢ଼ାଞ୍ଚାରେ ଟିକସ ହ୍ରାସ ଘୋଷଣା କରିଛନ୍ତି। ଏହାକୁ ତାଙ୍କର...

ପିଏନ୍‌ବି ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ଭୁବନେଶ୍ୱର,୨୩।୮: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଅଞ୍ଚଳ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ବନ୍ୟା ପ୍ରଭାବିତ ନିମାପଡା ଏବଂ ଗୋପ ଅଞ୍ଚଳର ଲୋକମାନଙ୍କୁ ୧୦୦୦ ପ୍ୟାକେଟ୍‌ର ଶୁଖିଲା...

ଗ୍ରାହକଙ୍କୁ ଭୋଡାଫୋନ୍‌ ଆଇଡିଆର ଝଟକା: ମହଙ୍ଗା ହେଲା ଲୋକପ୍ରିୟ ୨ ପ୍ଲାନ୍‌

ନୂଆଦିଲ୍ଲୀ,୧।୧୨: ଟେଲିକମ୍‌ କମ୍ପାନୀ ଭୋଡାଫୋନ ଆଇଡିଆ(ଭିଆଇ) ନିଜର ଦୁଇଟି ପୋଷ୍ଟପେଡ୍‌ ପ୍ଲାନ ମହଙ୍ଗା କରିଛି। କମ୍ପାନୀ ନିଜର ଲୋକପ୍ରିୟ ପ୍ଲାନର ମୂଲ୍ୟ ୫୦ ଟଙ୍କା ଅଧିକ...

ମାଷ୍ଟରକାର୍ଡ ବ୍ୟାନ୍‌କୁ ୟୁଏସ୍‌ର ସମାଲୋଚନା

ନୂଆଦିଲ୍ଲୀ,୨୧।୯ ଭାରତରେ ନୂଆ କାର୍ଡ ଜାରି କରିବା ନେଇ ମାଷ୍ଟରକାର୍ଡ ଉପରେ ରିଜର୍ଭ ବ୍ୟାଙ୍କ ଜୁଲାଇରେ କଟକଣା ଲଗାଇଛି। ଏଭଳି ପଦକ୍ଷେପକୁ ଅତ୍ୟନ୍ତ କଠୋର ବୋଲି...

ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସେପ୍ଟେମ୍ବର ୩ରେ ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏହି ବୈଠକରେ ଋଣ ପୁନର୍ଗଠନ ଯୋଜନା ଉପରେ ସମୀକ୍ଷା...

Advertisement
Archives

Model This Week