Posted inଜାତୀୟ

ବଜେଟ ୨୦୨୪: କୃଷକଙ୍କ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା

ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏହା ହେଉଛି ସପ୍ତମ ବଜେଟ ଏବଂ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ।

ମୋଦି ସରକାରଙ୍କ ଏହି ବଜେଟରେ ଅର୍ଥମନ୍ତ୍ରୀ ଅନେକ ବଡ଼ ଘୋଷଣା କରିଛନ୍ତି। ଯୁବ, ଶିକ୍ଷା, କୃଷି ଏବଂ ରୋଜଗାରର ଦକ୍ଷତା ବିକାଶ ଭଳି କ୍ଷେତ୍ରରେ ସେ ବଜେଟରେ ବିଶେଷ ଧ୍ୟାନ ଦେଇଛନ୍ତି। ଏଥର ବଜେଟରେ କୃଷି ପାଇଁ ୧.୫୨ ଲକ୍ଷ କୋଟି ପ୍ୟାକେଜ୍‌ ଘୋଷଣା କରାଯାଇଛି। ଏଥିସହିତ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି । ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ପାଇଁ ଲକ୍ଷ୍ୟ ରଖାଯାଇଛି।

କୃଷି ପାଇଁ ବଜେଟ:

-୧୦ ହଜାର ବାୟୋ ରିସର୍ଚ୍ଚ ସେଣ୍ଟର ନିର୍ମାଣ ହେବ
-୩୨ ଟି ଫସଲର ୧୦୯ ଟି ନୂଆ କିସମ ଅଣାଯିବ
-ପନିପରିବା ଯୋଗାଣ ଶୃଙ୍ଖଳା ଉପରେ ଗୁରୁତ୍ୱ।
-ପନିପରିବା ଉତ୍ପାଦନ ଏବଂ ଯୋଗାଣ ଶୃଙ୍ଖଳା ପାଇଁ ଅଧିକ FPO ଗଠନ କରାଯିବ
-୪୦୦ଟି ଜିଲାରେ ଫସଲର ଡିଜିଟାଲ ସର୍ଭେ କରାଯିବ
-ଚିଙ୍ଗୁଡ଼ି ଚାଷ ଓ ମାର୍କେଟିଂକୁ ମିଳିବ ପ୍ରୋତ୍ସାହନ
-ତୈଳ ବିହନ ଉତ୍ପାଦନ ଏବଂ ଡାଲି ଜାତୀୟ ଚାଷକୁ ପ୍ରୋତ୍ସାହନ ଦିଆଯିବ


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri