ଚର୍ଚ୍ଚାରେ ନିର୍ମଳା ସୀତାରମଣଙ୍କ ଶାଢି, ନୀଳ ଶାଢିକୁ ଲାଲ୍‌ ବ୍ରିଫକେସ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଅର୍ଥାତ୍‌ ଆଜି ସଂସଦରେ ଅନ୍ତରୀଣ ବା କାମଚଳା ବଜେଟ୍‌ ଘୋଷଣା କରିବାକୁ ଯାଉଛନ୍ତି। ଏପ୍ରିଲ-ମଇରେ ଲୋକସଭା ନିର୍ବାଚନ ହେବାକୁ ଥିବାବେଳେ ଆଉ ୩-୪ମାସ ଭିତରେ ହେବାକୁ ଥିବା ଆୟ-ବ୍ୟୟ ଅଟକଳକୁ ଅର୍ଥମନ୍ତ୍ରୀ ଉପସ୍ଥାପନ କରିବେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ କାର୍ଯ୍ୟକାଳର ଷଷ୍ଠ ଥର ପାଇଁ ସଂସଦରେ ବଜେଟ୍‌ ଉପସ୍ଥାପନ କରିବାକୁ ଯାଉଛନ୍ତି।
ଅର୍ଥମନ୍ତ୍ରୀ ନିର୍ମଳା ବଜେଟ୍‌ ଉପସ୍ଥାପନ କରିବା ପୂର୍ବରୁ ସବୁବେଳେ ବିଶେଷ ଶାଢିରେ ନଜର ଆସନ୍ତି। ଚଳିତ ଅନ୍ତରୀଣ ବଜେଟ୍‌ ପାଇଁ ସେ ନୀଳ ରଙ୍ଗର ଟସର ଶାଢିରେ ନଜର ଆସିଛନ୍ତି। ଯେଉଁଥିରେ କଣ୍ଠର ସୁନ୍ଦର କାରୁକାର୍ଯ୍ୟ ହୋଇଛି। ଯାହା ଭୋକାଲ ଫର ଲୋକାଲର ମେସେଜ ଦେଇଥାଏ।

ତେବେ ପ୍ରତିଥର ନିର୍ମଳାଙ୍କ ଶାଢୀକୁ ନେଇ ଚର୍ଚ୍ଚା ହୋଇଥାଏ। ତାଙ୍କ ଶାଢିକୁ ନେଇ ବିଭିନ୍ନ କଳ୍ପନାଜଳ୍ପନା ଇତ୍ୟାଦି କରାଯାଇଥାଏ। ତେବେ ଗତ ୨ବର୍ଷ ଭିତରେ ନିର୍ମଳା କଣ କଣ ଶାଢି ପିନ୍ଧିଛନ୍ତି ଆସନ୍ତୁ ଜାଣିବା।
୨୦୨୩-୨୪ ପୂର୍ଣ୍ଣକାଳୀନ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ଲାଲ୍‌-କଳା ଶାଢୀରେ ନଜର ଆସିଥିଲେ। ଯାହା ଶୌଯ୍ୟ ଓ ଶକ୍ତିର ପ୍ରତୀକ ଅଟେ। ୨୦୨୨ରେ ସେ ବ୍ରାଉନିଶ ୟେଲୋ ରଙ୍ଗର ଶାଢି ପିନ୍ଧିଥିଲେ। ଯାହା ସୁରକ୍ଷାର ପ୍ରତୀକ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri