Union Budget 2026-27: ଲୋକ ସଭାରେ ବଜେଟ ଭାଷଣ ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରୁଛନ୍ତି। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ ନୂତନ ରେକର୍ଡ ସ୍ଥାପନ କରିଛି। ରବିବାର ଉପସ୍ଥାପିତ ପ୍ରଥମ ସାଧାରଣ ବଜେଟରେ ଅର୍ଥମନ୍ତ୍ରୀଙ୍କ ଘୋଷଣା ଉପରେ ସମସ୍ତଙ୍କ ନଜର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri