Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ ଭାବେ ଲଗାତାର ୯ମ ଥର ପାଇଁ କେନ୍ଦ୍ରୀୟ ବଜେଟ୍ ଆଗତ କରିଛନ୍ତି। ଚଳିତ ବର୍ଷ ତାଙ୍କର ଅଭିଭାଷଣ ୧ ଘଣ୍ଟା ୨୫ ମିନିଟ୍ (୮୫ ମିନିଟ୍) ଧରି ଚାଲିଥିଲା।

ଏହାସହ ସେ ଭାରତୀୟ ଇତିହାସରେ ପ୍ରଥମ ଅର୍ଥମନ୍ତ୍ରୀ ଭାବେ ଲଗାତାର ୯ ଥର ବଜେଟ୍ ଉପସ୍ଥାପନ କରି ନିଜର ପୂର୍ବ ରେକର୍ଡ ଭାଙ୍ଗିଛନ୍ତି। ତାଙ୍କର ଏହି ୮୫ ମିନିଟ୍‌ର ଭାଷଣ ଜୁଲାଇ ୨୦୨୪ର ବଜେଟ୍ ଅଭିଭାଷଣ ସହ ସମାନ ରହିଛି ଏବଂ ସମୟ ଅନୁଯାୟୀ ଏହା ତାଙ୍କର ନବମ ବଜେଟ୍ ମଧ୍ୟରେ ମୁଖ୍ୟ ତାଲିକାରେ ଷଷ୍ଠ ସ୍ଥାନରେ ରହିଛି।

ଅର୍ଥମନ୍ତ୍ରୀଙ୍କ ୨୦୨୦ର ଭାଷଣ ଏପର୍ଯ୍ୟନ୍ତ ସବୁଠାରୁ ଦୀର୍ଘତମ ଭାଷଣ ହୋଇ ରହିଛି। ଆଜିର ଅଭିଭାଷଣରେ ସେ ମୁଖ୍ୟତଃ ନିବେଶ ଓ କର୍ତ୍ତବ୍ୟ ମନ୍ତ୍ର ଉପରେ ଗୁରୁତ୍ୱ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତିରେ ବଦଳିବ ଚନ୍ଦ୍ରଙ୍କ ଚଳନ: ମିଥୁନ ସମେତ ୩ ରାଶିଙ୍କ ପାଇଁ ଭାରୀ ଖରାପ, ପାଖରୁ ପଳାଇବ ସବୁ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୯ ତାରିଖ ବିଳମ୍ବିତ ରାତିରେ ଚନ୍ଦ୍ରମା ତୁଳା ରାଶିରୁ ବାହାରି ନିଜର ନୀଚ ରାଶି ବିଛାରେ ପ୍ରବେଶ କରିବେ। ଚନ୍ଦ୍ରମାଙ୍କ…

ବାଣ ଫୁଟାଇବାକୁ ବାରଣ କରିବାରୁ ବାପା-ପୁଅଙ୍କୁ ଆକ୍ରମଣ:

ବଲାଙ୍ଗିର, ୯।୧୧ (ସୁନିଲ କୁମାର ମହାନ୍ତି): ଦୀପାବଳିରେ ବାଣ ଫୁଟାଇବାକୁ କେନ୍ଦ୍ର କରି ଗଣ୍ଡଗୋଳ। ବାଣ ଫୁଟାଇବାକୁ ବାରଣ କରିବାରୁ ବାପା ଓ ପୁଅଙ୍କୁ ଧାରୁଆ ଅସ୍ତ୍ରରେ…

ବିବାହ ବନ୍ଧନରେ ବାନ୍ଧି ହେବେ ଏହି ଷ୍ଟାର ଯୋଡି, ସାମିଲ୍ ହେବେ ରଜନୀକାନ୍ତ

ଚେନ୍ନାଇ,୯।୧୧: ସଙ୍ଗୀତ ନିର୍ଦ୍ଦେଶକ ଅନିରୁଦ୍ଧ ରବିଚନ୍ଦର ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ସନ୍‌ରାଇଜର୍ସ ହାଇଦ୍ରାବାଦର ସିଇଓ କାବ୍ୟା ମାରନଙ୍କ ସହ ତାଙ୍କ…

ପାକିସ୍ତାନଠାରୁ ହାରି ବି ସେମିଫାଇନାଲ ଖେଳିବ ଭାରତ! ଏମିତି ହେବ ଟିମ ଇଣ୍ଡିଆର ଏଣ୍ଟ୍ରି

ନୂଆଦିଲ୍ଲୀ, ୯।୧୧: ଅଣ୍ଡର-୧୯ ଏସିଆ କପ ୨୦୨୬ରେ ପାକିସ୍ତାନ ଅଣ୍ଡର-୧୯ ଟିମ ବିପକ୍ଷରେ ରୋମାଞ୍ଚକର ମୁକାବିଲାରେ ପରାଜୟ ସତ୍ତ୍ୱେ ଭାରତୀୟ ଅଣ୍ଡର-୧୯ ଟିମର ସେମିଫାଇନାଲରେ ପହଞ୍ଚିବା ଆଶା…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି କୋଟି କୋଟି ଟଙ୍କାର କାର୍‌ କଲେକ୍ସନ: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୯।୧୧: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱ କ୍ରିକେଟ୍‌ର ଅନ୍ୟତମ ଚର୍ଚ୍ଚିତ ଖେଳାଳି ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଅନ୍ତର୍ଜାତୀୟ କ୍ରିକେଟ୍‌ରେ ପାଦ ଥାପିବା ପରେ ତାଙ୍କ ଲୋକପ୍ରିୟତା…

ତୃତୀୟ ଦିନିକିଆ ଚୂଡ଼ାନ୍ତ ଏକାଦଶରେ ହେବ ବଡ଼ ପରିବର୍ତ୍ତନ: ଏକାସାଙ୍ଗରେ ବାଦ୍‌ ପଡିବେ ୪ ଷ୍ଟାର୍‌ ଖେଳାଳି! ଶୁଣିଲେ ଖୁସି ହୋଇଯିବ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ, ୯।୧୧: ଭାରତୀୟ କ୍ରିକେଟ ଟିମ ଟି-୨୦ ସିରିଜ ପରେ ଏବେ ଦିନିକିଆ ସିରିଜ୍‌ରେ ମଧ୍ୟ ଦମଦାର ପ୍ରଦର୍ଶନ କରିଛି। ଯାହାଫଳରେ ଟିମ ଇଣ୍ଡିଆ ଏବେ ଦିନିକିଆ…

IPLରେ ସବୁଠୁ ବଡ଼ ଟ୍ରେଡ୍‌ ଡିଲ୍‌: ଜାଣନ୍ତୁ କିଏ କେଉଁ ଦଳକୁ ଯିବେ

ନୂଆଦିଲ୍ଲୀ,୯।୧୧: ଆଇପିଏଲ ୨୦୨୭ ପାଇଁ ଟ୍ରେଡ ୱିଣ୍ଡୋ ଖୋଲିବା ପରେ ଖେଳାଳିଙ୍କ ଅଦଳବଦଳ ଜୋରଦାର ହୋଇଛି। ଆଗାମୀ ସିଜିନ୍‌ର ନିଲାମୀ ପୂର୍ବରୁ ଏପର୍ଯ୍ୟନ୍ତ ୮ଟି ଟ୍ରେଡ ଡିଲ…

ଦିନେ ଗୀତ ଗାଇବାକୁ କରୁଥଲା ଲାଜ…ସଙ୍ଗୀତ ଦୁନିଆରେ ପାଦ ଥାପିଲେ ସୋନୁ ନିଗମଙ୍କ ପୁଅ

ପ୍ରଶଂସକଙ୍କ ସହ ଖୁସି ଖବର ବାଣ୍ଟିଛନ୍ତି ବଲିଉଡ୍‌ର ଲୋକପ୍ରିୟ ଗାୟକ ସୋନୁ ନିଗମ। ତାଙ୍କ ୧୯ ବର୍ଷୀୟ ପୁଅ ନିଭାନ ନିଗମ ସଙ୍ଗୀତ ଦୁନିଆରେ ନିଜର ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?