Posted inଜାତୀୟ

ଚଳିତ ରବିଋତୁପାଇଁ ଫସ୍‌‌ଫେଟ୍‌‌ ଓ ପଟାସ୍‌‌ ସାର ଉପରେ ରିହାତି ଦେବାନେଇ କେନ୍ଦ୍ର କ୍ୟାବିନେଟ୍‌‌ର ମଞ୍ଜୁରି

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଫସଫେଟ ଏବଂ ପଟାସ (ପିଆଣ୍ଡକେ) ସାର ଉପରେ ରବି ଋତୁ ୨୦୨୩-୨୪ (୦୧.୧୦.୨୦୨୩ରୁ ୩୧.୦୩.୨୦୨୪) ପାଇଁ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ହାର ନିର୍ଦ୍ଧାରଣ କରିବା ପାଇଁ ସାର ବିଭାଗର ପ୍ରସ୍ତାବକୁ ଅନୁମୋଦନ ମିଳିଛି ।

ଆଗାମୀ ୨୦୨୩-୨୪ ରବି ଋତୁରେ ଏନବିଏସ ଉପରେ ୨୨,୩୦୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆଶା କରାଯାଉଛି । ଚାଷୀଙ୍କୁ ସୁଲଭ ମୂଲ୍ୟରେ ଏହି ସାର ସହଜରେ ଉପଲବ୍ଧ କରାଇବା ପାଇଁ ରବି ଋତୁ ୨୦୨୩-୨୪ (୦୧.୧୦.୨୦୨୩ରୁ ୩୧.୦୩.୨୦୨୪ ପର୍ଯ୍ୟନ୍ତ ଲାଗୁ) ପାଇଁ ଅନୁମୋଦିତ ଦର ଆଧାରରେ ପିଆଣ୍ଡକେ ସାର ଉପରେ ସବସିଡି ପ୍ରଦାନ କରାଯିବ ।

ଚାଷୀଙ୍କୁ ରିହାତି, ସୁଲଭ ଓ ଉଚିତ ମୂଲ୍ୟରେ ସାର ଉପଲବ୍ଧ କରାଇବା ସୁନିଶ୍ଚିତ ହେବ । ସାର ଏବଂ କୃଷି ଉପକରଣର ଅନ୍ତର୍ଜାତୀୟ ମୂଲ୍ୟବୃଦ୍ଧିର ସାମ୍ପ୍ରତିକ ଧାରାକୁ ଦୃଷ୍ଟିରେ ରଖି ପିଆଣ୍ଡକେ ସାର ଉପରେ ସବସିଡିକୁ ଯୁକ୍ତିସଙ୍ଗତ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ…

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ପ୍ରେମିକାଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି କୁଆଡେ ଗଲେ ପ୍ରେମିକ? ଲିଭ ଇନ ରିଲେଶନର କରୁଣ ଚିତ୍ର…

ହାଇଦ୍ରାବାଦ,୧୭।୮: ୧୬ ଅଗଷ୍ଟ ରାତିରେ, ହାଇଦ୍ରାବାଦର ବାଲାପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଶାହିନ ନଗରର ବିସମିଲ୍ଲାହ କଲୋନି ଅଞ୍ଚଳରେ ଜଣେ ୨୧ ବର୍ଷୀୟା ମହିଳାଙ୍କୁ ତାଙ୍କ…

ଆଜିଠାରୁ ଆରମ୍ଭ ହେବ ଜନଗଣନା; ଆଧାର ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ପଚରାଯିବ ୪୦ ପ୍ରଶ୍ନ

ନୂଆଦିଲ୍ଲୀ,୧୭।୮: ଆଜିଠାରୁ ଅର୍ଥାତ ସୋମବାରଠାରୁ ଭାରତର 2027 ଜନଗଣନାର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ସୋମବାର ‘ସ୍ବ-ଗଣନା’ ସହିତ ଆରମ୍ଭ ହେବ – ଯେଉଁଠାରେ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri