ଆକାଶଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ତୁର୍କୀର ମରସିନ ଠାରେ ଅନୁଷ୍ଠିତ ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ୨ଟି ସ୍ୱର୍ଣ୍ଣ ଓ ଗୋଟିଏ ରୋପ୍ୟ ପଦକ ପାଇଁ ଭାରତ ପାଇଁ ଗୌରବ ଆଣିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ନୂଆ ଦିଲ୍ଲୀରେ ଆକାଶଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ସଫଳତା ମାଧ୍ୟମରେ ଆକାଶ ନିଜର ପ୍ରତିଭା, ଦୃଢ଼ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମର ପରିଚୟ ଦେଇଛନ୍ତି । ଆଗକୁ ମଧ୍ୟ ଏପରି ସଫଳତା ଆଣିବା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ବୋଲି ମନ୍ତ୍ରୀ ପ୍ରଧାନ କହିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …

ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ…

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri