ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

ପୁରୀ,୧୭ା୮(ଅଜିତ ମହାନ୍ତି): ଗୁରୁବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ବେଢ଼ା ପରିକ୍ରମା, ପାର୍ଶ୍ୱ ଦେବଦେବୀ ଓ ବିମଳା ମନ୍ଦିରରେ ଦର୍ଶନ କରିଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା।

ଦର୍ଶନ ପରେ ଜିଲା ପ୍ରଶାସନ ପକ୍ଷରୁ ଅର୍ଥମନ୍ତ୍ରୀଙ୍କୁ ମହାପ୍ରଭୁଙ୍କ ଖଣ୍ଡୁଆ ପ୍ରଦାନ କରାଯାଇଥିଲା। ଏହା ପରେ ସେ ପେଣ୍ଠକଟାସ୍ଥିତ ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟର ହଷ୍ଟେଲରେ ବୃକ୍ଷରୋପଣ କାର୍ଯ୍ୟରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

କାହିଁକି ପଛଘୁଞ୍ଚା ଦେଲେ ଟ୍ରମ୍ପ, କହିଦେଲେ ଏହି ବଡ଼ କାରଣ

ଓ୍ବାଶିଂଟନ,୨୭ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଦିନ ପାଇଁ ଯୁଦ୍ଧ ବିରତି ଘୋଷଣା କରିଛନ୍ତି। ତେବେ ଟ୍ରମ୍ପ କାହିଁକି ଏପରି ନିଷ୍ପତ୍ତି ନେଇଛନ୍ତି ସେନେଇ ସୋସିଆଲ…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri