Posted inଜାତୀୟ

ସମଲିଙ୍ଗୀ ବିବାହକୁ ବିରୋଧ କଲେ କେନ୍ଦ୍ର ସରକାର: ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ…

ନୂଆଦିଲ୍ଲୀ,୧୨।୩ : କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ କରି ସମଲିଙ୍ଗୀ ବିବାହକୁ ବିରୋଧ କରିଛନ୍ତି। ସମଲିଙ୍ଗୀ ସମ୍ପର୍କ ସ୍ପଷ୍ଟ ଭିନ୍ନ ବର୍ଗ, ଯାହାକୁ ସମାନ ଭାବରେ ଗ୍ରହଣ କରାଯାଇପାରିବ ନାହିଁ ବୋଲି କେନ୍ଦ୍ର ସରକାର ଏଥିରେ ଉଲ୍ଲେଖ କରିଛନ୍ତି। କେନ୍ଦ୍ର ସରକାର କହିଛନ୍ତି ଯେ ସହଭାଗୀ ଭାବରେ ଏକାଠି ରହୁଥିବା ସମଲିଙ୍ଗୀ ପାର୍ଟନରମାନେ ଅପରାଧ କରୁ ନାହାନ୍ତି। କିନ୍ତୁ ଏହା ସ୍ବାମୀ, ସ୍ତ୍ରୀ ଏବଂ ପିଲାମାନଙ୍କର ଭାରତୀୟ ପରିବାର ସହିତ ସମାନ ହୋଇପାରିବ ନାହିଁ।

ସମଲିଙ୍ଗୀ ଦମ୍ପତି ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବା ପାଇଁ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଛନ୍ତି। ଏହି ଆବେଦନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କଠାରୁ ଉତ୍ତର ମାଗିଥିଲେ। ଯେଉଁଥିରେ କେନ୍ଦ୍ର ସରକାର ରବିବାର ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି।

କେନ୍ଦ୍ର ସରକାର କହିଛନ୍ତି ଯେ ଦମ୍ପତି ଭାବରେ ଏକାଠି ରହୁଥିବା ଏବଂ ଶାରୀରିକ ସମ୍ପର୍କ ଥିବା ସମଲିଙ୍ଗୀ ସମ୍ପର୍କକୁ ଭାରତର ପରିବାର ଏକକ ଧାରଣା ସହିତ ତୁଳନା କରାଯାଇପାରିବ ନାହିଁ। ଭାରତୀୟ ପରିବାରରେ ଜଣେ ପୁରୁଷ ଏବଂ ଜଣେ ମହିଳା ବିବାହ କରି ରହିଥାନ୍ତି।, ପୁରୁଷ ସ୍ବାମୀ ଏବଂ ମହିଳା ସ୍ତ୍ରୀ ଭାବେ ଏକାଠି ବାସ କରନ୍ତି। ବିବାହ ପରେ ସେମାନଙ୍କର ସନ୍ତାନ ହେବା ଦ୍ୱାରା ପୁରୁଷ ’ପିତା’ ଏବଂ ସ୍ତ୍ରୀ ’ମାତା’ ହୋଇଥାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୨ଟି ଗ୍ୟାସ କନେକ୍ସନ ନେଇଥିଲେ ଜାଣି ନିଅନ୍ତୁ, ଜୁନ ୩୦ସୁଦ୍ଧା ହୋଇଯିବ ବନ୍ଦ! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ନୂଆ ନିୟମ ଅନୁଯାୟୀ, ଭାରତୀୟ ପରିବାରଗୁଡ଼ିକ ଏବେ LPG ସଂଯୋଗ କିମ୍ୱା PNG ସଂଯୋଗ ରଖିପାରିବେ କିନ୍ତୁ ଉଭୟ ନୁହେଁ। ଯଦି ଆପଣଙ୍କର ବର୍ତ୍ତମାନ ଉଭୟ…

ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..

ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି ।…

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri