ହସ୍ପିଟାଲରେ ଆହତଙ୍କୁ ଭେଟିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର,୪।୬:ବାହନାଗା ରେଳ ଦୁର୍ଘଟଣାର ଆହତଙ୍କୁ ଭେଟିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ। ଆହତଙ୍କୁ ସ୍ବାସ୍ଥ୍ୟବସ୍ଥ୍ୟା ପଚାରି ବୁଝିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭୀୟ। ଆହତଙ୍କ ଚିକିତ୍ସା ନେଇ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଏହି ଭୟାନକ ରେଳ ଦୁର୍ଘଟଣାରେ ୧୦୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ୧୦୦ରୁ ଅଧିକ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ଏବଂ ଆର୍‌ଏମଏଲୀରୁ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ଆସିଛନ୍ତି।

ସ୍ବାସ୍ଥ୍ୟ ମନ୍ତ୍ରୀ ଭୁବନେଶ୍ୱର ଏମ୍ସର ସିନିୟର ଡାକ୍ତର ଏବଂ ଅଫିସର୍‌ଙ୍କ ସହ ରିଭ୍ୟୁ ମିଟିଂ କରିଛନ୍ତି। ବୈଠକରେ ମୃତଦେହ ବ୍ୟବଚ୍ଛେଦ ଏବଂ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ନେଇ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri