Posted inଜାତୀୟ

କ୍ରସ କଣ୍ଟ୍ରି ସ୍ଲମ ରନର ଶୁଭାରମ୍ଭ କଲେ ଶାହା

ନୂଆଦିଲ୍ଲୀ,୧୮ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କ୍ରସ କଣ୍ଟ୍ରି ସ୍ଲମ ରନ ପ୍ରତିଯୋଗୀତା ଆୟୋଜନ କରାଯାଇଛି । ରାଜଧାନୀ ଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି । ଅମିତ ଶାହା ମେଜର ଧ୍ୟାନ ଚାନ୍ଦ ଷ୍ଟାଡିୟମରେ ପ୍ରତିଯୋଗୀଙ୍କୁ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅମିତ ଶାହାଙ୍କ ବ୍ୟତୀତ କେନ୍ଦ୍ର ମନ୍ତ୍ରୀ ହରଦିପ ସିଂ ପୁରି, ଭାଜପା ପ୍ରଭାରୀ ବୈଜୟନ୍ତ ଜୟ ପଣ୍ଡା, ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ ଗୁପ୍ତା, ପୁର୍ବତନ କ୍ରିକେଟର ଇଶାନ୍ତ ଶର୍ମା ଉପସ୍ଥିତ ଥିଲେ ।
ଦିଲ୍ଲୀ ଭାଜପା ଅଧ୍ୟକ୍ଷ ଆଦେଶ ଗୁପ୍ତା କହିଛନ୍ତି ଏହି ସ୍ଲମ ରନକୁ ୪ଟି ବିଭାଗରେ ବିଭକ୍ତ କରାଯାଇଛି । ସବୁଠାରୁ ଛୋଟ ୨.୫ କିଲୋମିଟର ଏଥିରେ ୧୦-୧୫ ବର୍ଷର ଝିଅପୁଅ ଭାଗ ନେଇପାରିବେ । ୨.୫ କିଲୋମିଟର ଆଉ ଏକ ଦୌଡରେ ଯେ କେହି ଭାଗ ନେଇପାରିବେ । ଏଥିରେ କେବଳ ସ୍ଲମ ବା ବସ୍ତିରେ ରହୁଥିବା ପିଲାମାନେ ହିଁ ଭାଗ ନେଇପାରିବେ । ଏହା ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମରୁ ଆରମ୍ଭ ହୋଇ ଇଣ୍ଡିଆ ଗେଟ ପର୍ଯ୍ୟନ୍ତ ପହଞ୍ଚିବ ।


Enter your email to get our daily news in your inbox.

All Right Reserved By Dharitri.Com

ଥରିଲା ଲଦାଖ

ଲଦାଖ,୧୨।୧: ରିକ୍ଟର ସ୍କେଲରେ ୫.୩ ତୀବ୍ରତାର ଏକ ଭୁକମ୍ପ ରବିବାର ଲଦାଖରେ ଅନୁଭୂତ ହୋଇଥିବା ସୂଚନା ମିଳିଛି। ଏହା ସକାଳ ପ୍ରାୟ ୧୦ଟା ୫୪ରେ ଅନୁଭୂତ...

ଏୟାର ଇଣ୍ଡିଆ ବିମାନରେ କ୍ରୁ ସଦସ୍ୟଙ୍କୁ ଦୁର୍ବ୍ୟବହାର

ନୂଆଦିଲ୍ଲୀ,୩୦।୫: ଏୟାର ଇଣ୍ଡିଆ ବିମାନରେ କ୍ରୁ ସଦସ୍ୟଙ୍କୁ ଅସଦାଚରଣ କରିବା ଘଟଣା ସାମ୍ନାକୁ ଆସିଛି। ଏୟାର ଇଣ୍ଡିଆ ଏକ ବିବୃତ୍ତି ଜାରି କରି କହିଛି ସୋମବାର...

ଜି -୨୦ ସମ୍ମିଳନୀର ସୁରକ୍ଷାରେ ନିୟୋଜିତ ହେବେ ମହିଳା କମାଣ୍ଡୋ

ନୂଆଦିଲ୍ଲୀ,୪।୯: ଜି -୨୦ଶିଖର ସମ୍ମିଳନୀ ୯ଏବଂ ୧୦ ସେପ୍ଟେମ୍ବରରେ ହେବାକୁ ଯାଉଛି। ଜି-୨୦ ସମ୍ମିଳନୀକୁ ସ୍ବତନ୍ତ୍ର କରିବା ପାଇଁ ଭାରତରେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି...

ଶିବାଜୀ ପାର୍କ ଦଶହରା ରାଲି ପାଇଁ କାହାକୁ ମିଳିଲାନି ଅନୁମତି…

ମୁମ୍ବାଇ, ୨୨।୯ : ମହାରାଷ୍ଟ୍ରରେ ଶିବାଜୀ ପାର୍କ ଦଶହରା ରାଲି ପାଇଁ ଉଦ୍ଧବ ଠାକରେ ଅବା ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକ କାହାକୁ ମଧ୍ୟ ଅନୁମତି...

ଇଣ୍ଡିଆ ଜଷ୍ଟିସ୍‌ ରିପୋର୍ଟ-୨୦୨୨ ପ୍ରକାଶିତ: ପୋଲିସରେ ମାତ୍ର ୧୧.୭୫ ପ୍ରତିଶତ ମହିଳା…

ନୂଆଦିଲ୍ଲୀ,୪।୪ : ଇଣ୍ଡିଆ ଜଷ୍ଟିସ ରିପୋର୍ଟ -୨୦୨୨ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଜନସାଧାରଣଙ୍କ ନ୍ୟାୟ ପାଇବାକୁ ସ୍ଥିତିରେ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ତାଲିକାରେ...

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣା: ଏଫ୍‌ବିଆଇର ସହାୟତା ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ଓଡ଼ିଶା ସରକାର

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୫: ଓଡ଼ିଶା ସରକାରର ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାରେ ଆମେରିକାର ଫେଡେରାଲ ଇନଭେଷ୍ଟିଗେସନ ଏଜେନ୍ସି (ଏଫ୍‌ବିଆଇ)ର ସହାୟତା ଲୋଡିଛନ୍ତି। ଏନେଇ କେନ୍ଦ୍ର ଗୃହ...

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲା:  କରନ, ସଲମାନଙ୍କ ସମେତ ୮ଜଣ ସେଲିବ୍ରିଟିଙ୍କ ନାଁରେ ମାମଲା ରୁଜୁ

ମୁମ୍ବାଇ,୧୭।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ଏବେ ଚାରିଆଡେ ଚର୍ଚ୍ଚା ଚାଲିଛି। ତାଙ୍କ ଭଳି ଭର୍ସାଟାଇଲ ଅଭିନେତା ଏଭଳି ପଦକ୍ଷେପ କାହିଁକି...

୨୦ ଲକ୍ଷ କୋଟିର ଆର୍ଥିକ ପ୍ୟାକେଜ ସମ୍ପର୍କରେ ଅପରାହ୍ନ ୪ଟାରେ ସୂଚନା ଦେବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ...

Advertisement
Archives

Model This Week