Posted inଜାତୀୟ

ଗରିବ, କୃଷକ, ଦଳିତ, ଆଦିବାସୀମାନଙ୍କ ପାଇଁ କିଛି କରିନାହାନ୍ତି କେସିଆର ସରକାର: ଶାହା

ହାଇଦ୍ରାବାଦ,୧୦।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତେଲଙ୍ଗାନାର ଆଦିଲାବାଦରେ ଏକ କାର୍ଯ୍ୟକ୍ରମରେ ମଙ୍ଗଳବାର ସାମିଲ ହୋଇଛନ୍ତି। ଏହି ସମୟରେ ସେ କେ. ଚନ୍ଦ୍ରଶେଖର ରାଓଙ୍କ ଭାରତ ରାଷ୍ଟ୍ର ସମିତି ସରକାର ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ କେସିଆର ଗରିବ, କୃଷକ, ଦଳିତ ଏବଂ ଆଦିବାସୀମାନଙ୍କ ପାଇଁ କିଛି କରିନାହାନ୍ତି। ତାଙ୍କ ପୁଅ କେଟିଆରଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ କେସିଆରଙ୍କର କେବଳ ଗୋଟିଏ ଲକ୍ଷ୍ୟ ରହିଛି ଏବଂ ଆଦିଲାବାଦର ପ୍ରତ୍ୟେକ ଆଦିବାସୀ ଯୁବକଙ୍କୁ ଚାକିରି ଏବଂ ଶିକ୍ଷା ଯୋଗାଇବା ଆମର ଲକ୍ଷ୍ୟ ରହିଛି ବୋଲି ଶାହା କହିଛନ୍ତି।

ଅମିତ ଶାହା କହିଛନ୍ତି, ଆଜି ପର୍ଯ୍ୟନ୍ତ କଂଗ୍ରେସ କେବଳ ଦାରିଦ୍ର୍ୟ ବିଷୟରେ କହିଛି କିନ୍ତୁ ଗରିବଙ୍କ ପାଇଁ କିଛି କରିନାହିଁ। ୧୨ ଲକ୍ଷ କୋଟି ଟଙ୍କାର ସ୍କାମ, ଠକେଇ ଏବଂ ଦୁର୍ନୀତି ଇଣ୍ଡିଆ ମେଣ୍ଟ କଂଗ୍ରେସ ଦଳ ଦ୍ୱାରା ଦ୍ୱାରା କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସନର ୯ବର୍ଷ ମଧ୍ୟରେ ଆମର କୌଣସି ବିରୋଧୀ ମଧ୍ୟ ଆମକୁ ଦୁର୍ନୀତି ଅଭିଯୋଗ କରିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ…

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌…

ହଠାତ୍‌ ନାବାଳିକଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri