୧୭ରେ ଓଡ଼ିଶା ଆସିବେ ଅମିତ ଶାହା

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ଗସ୍ତ ସମୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଢେଙ୍କାନାଳରେ ଭାଜପାର ମହା ଜନସମ୍ପର୍କ ଯାତ୍ରାରେ ଯୋଗ ଦେବେ। ଏ ନେଇ ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।