Posted inଜାତୀୟ

ଭାଜପାର ମିଶନ ତାମିଲନାଡୁ: ଦୁଇ ଦିନିଆ ଗସ୍ତରେ ଚେନ୍ନାଇ ପହଞ୍ଚିଲେ ଶାହା

ଚେନ୍ନାଇ,୨୧ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ୨ଦିନିଆ ତାମିଲନାଡୁ ଗସ୍ତରେ ଚେନ୍ନାଇ ପହଞ୍ଚିଛନ୍ତି । ଶାହା ସେଠାରେ କେତୋଟି ବିକାଶମୂଳକ ପରିଯୋଜନାର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ତାମିଲନାଡୁ ଭାଜପା ପ୍ରତିନିଧି ଓ ସହଯୋଗୀ ଏଆଇଏଡିଏମ୍‌କେର ବରିଷ୍ଠ ନେତାଙ୍କୁ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଶାହାଙ୍କ ଏହି ଗସ୍ତକୁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି କାରଣ ଆସନ୍ତା ବର୍ଷ ମେ’ ମାସରେ ସେଠାରେ ବିଧାନସଭା ନିର୍ବାଚନ ହେବ । ଅନ୍ୟପଟେ ଶାହା ଯେଉଁ ରାଜ୍ୟକୁ ଗସ୍ତ କରନ୍ତି ସେଠାରେ ରାଜନୀତିର ପାଣିପାଗ ସାମାନ୍ୟ ବଦଳିଯାଇଥାଏ । ଏହି ଗସ୍ତ ସମୟରେ ଶାହା ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍ କରୁଣାନିଧିଙ୍କ ପୁଅ ତଥା ଡିଏମ୍‌କେ ଅଧ୍ୟକ୍ଷ ଏମ୍ କେ ଷ୍ଟାଲିନଙ୍କ ବଡ ଭାଇ ଏମ୍ ଆଲାଗିରିଙ୍କ ସହ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି । ଏହାକୁ ଏଇଥିପାଇଁ ଗୁରୁତ୍ୱପୂର୍ଣ୍ଣ କୁହାଯାଉଛି କି ଆସନ୍ତା ବିଧାନସଭା ନିର୍ବାଚନରେ ଭାଜପା ଆଲାଗିରିଙ୍କ ସମ୍ଭାବ୍ୟ ଦଳ କେଡିଏମ୍‌କେ ସହ ମିଶି ନିର୍ବାଚନ ଲଢି ପାରେ । କାରଣ ଆଲାଗିରି ଡିଏମ୍‌କେଠାରୁ ମୁହଁ ଫେରାଇ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri