ଡାକ୍ତରଙ୍କୁ ମାଡ଼: ଅଭିଯୁକ୍ତଙ୍କୁ ଗିରଫ ନେଇ ଏସ୍‌ପିଙ୍କୁ ଦାବିପତ୍ର ଦେଲା ସଂଘ

ଭଦ୍ରକ ଅଫିସ, ୪।୩: ଭୁଲ୍‌ ଇଞ୍ଜେକ୍ସନ ଯୋଗୁ ନାବାଳକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି ଘରୋଇ କ୍ଲିନିକ ଡାକ୍ତରଙ୍କୁ ମାଡ଼ ମାରିଥିବା ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଇଣ୍ଡିଆନ ମେଡିକାଲ ଆସୋସିଏଶନ ପକ୍ଷରୁ ଶନିବାର ଏସ୍‌ପିଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟରୁ ସଂଘର କର୍ମକର୍ତ୍ତା ଓ ଡାକ୍ତରମାନେ ଏକ ଶୋଭାଯାତ୍ରାରେ ବାହାରି ଏସ୍‌ପି ଅଫିସରେ ପହଞ୍ଚତ୍ ଥିଲେ l ଆସୋସିଏଶନ ସମ୍ପାଦକ ଡା. ହରେକୃଷ୍ଣ ନାୟକ, ଡା. ପ୍ରଦୀପ ନାୟକ, ଡା. ବିଭୂତି ନାୟକ, ମନୋଜ ପାଢ଼ୀ, ଶତ୍ରୁଘ୍ନ ହାତୀ, ଅମିତା ଦାଶ, ସଙ୍ଗୀତା ବଳ ପ୍ରମୁଖ ଏସ୍‌ପି ବରୁଣ ଗୁଣ୍ଟୁପାଲିଙ୍କୁ ଦାବିପତ୍ର ପ୍ରଦାନ କରିବା ସହ ଡାକ୍ତରଙ୍କ ନାମରେ ଥିବା ମାମଲା ପ୍ରତ୍ୟାହାର କରିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?