Posted inଜାତୀୟ

କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ କରୋନା

ନୂଆଦିଲ୍ଲୀ,୮।୮-କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ସେ ମୋଦି ସରକାରରେ କେନ୍ଦ୍ର ଜଳ ସମ୍ପଦ ରାଷ୍ଟ୍ର ମନ୍ତ୍ରୀ ଅଛନ୍ତି। ଏହାପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଆକ୍ରାନ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଲହର ନିଶ୍ଚିତ, ପିଏମ୍‌ଓକୁ ଅବଗତ କଲା ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ, ୨୩।୮: କରୋନା ମହାମାରୀର ତୃତୀୟ ଲହର ନିଶ୍ଚିତ ଏବଂ ଅକ୍ଟୋବର ବେଳକୁ ଏହା ଶୀର୍ଷ ଛୁଇଁପାରେ ବୋଲି ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା (ଏନ୍‌ଆଇଡିଏମ୍‌)...

ଲଦାଖ ନିକଟରେ ସାମରିକ ପ୍ରସ୍ତୁତି ଚଳାଇଛି ଚାଇନା

ନୂଆଦିଲ୍ଲୀ,୮ା୬: ଲଦାଖ ଅଞ୍ଚଳରେ ଚାଇନା କମ୍ୟୁନିଟି ପାର୍ଟିର ଆଚରଣ ଠିକ୍‌ ଲାଗୁନାହିଁ। ଆମେରିକାର ସେନାର ପାସିଫିକ୍‌ କମାଣ୍ଡିଂ ଜେନେରାଲ ଚାଲର୍‌ସ ଏ ଫ୍ଲିନ୍‌ ବୁଧବାର କହିଛନ୍ତି,...

ମମତା ସରକାରଙ୍କୁ ବଡ଼ ଝଟ୍‌କା: ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୧୧: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ହେଲେ ଏହା ପୂର୍ବରୁ ରାଜ୍ୟରେ ରାଜନୈତିକ ସରଗରମ ହୋଇଛି। ଶୁକ୍ରବାର ମମତା ବାନାର୍ଜୀଙ୍କ ସରକାରଙ୍କୁ...

ମୁଖ୍ୟମନ୍ତ୍ରୀଙ୍କ ଖସିଗଲା ଗୋଡ଼

ଡେରାଡୁନ୍‌,୧୯।୪: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏକ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଏକ ବିବାହ ଉତ୍ସବରେ ଯୋଗ ଦେଇଥିବା ଅବସରରେ ହଠାତ୍‌ ତାଙ୍କ ପାଦ...

‘ଗୋଟିଏ ପୁଅ ବଦଳରେ, ମୁଁ ଶହ ଶହ ପୁଅ ପାଇଲି’

ଲକ୍ଷ୍ନୌ,୧୫।୧୨: ଦେଶର ପ୍ରତିରକ୍ଷା କ୍ଷେତ୍ରରେ ନିୟୋଜିତ ଭାଇ ଭଉଣୀକୁ ବିଦା କରିବାର ଇଚ୍ଛା ପୂରଣ କରିବା ପୂର୍ବରୁ ଦେଶ ପାଇଁ ଶହୀଦ ହୋଇଗଲେ। ତାଙ୍କର ଅସମ୍ପୂର୍ଣ୍ଣ...

ହିଲ୍‌ ଷ୍ଟେଶନ୍‌ ଓଲିରେ ରାଜକୀୟ ବିବାହ: ଅତିଥିଙ୍କୁ ନେବା ଆଣିବାରେ ନିୟୋଜିତ ହେବ ୨ଶହ ହେଲିକପ୍ଟର

ଡେରାଡୁନ୍‌, ୧୦।୬: ଉତ୍ତରାଖଣ୍ଡ ହିଲ୍‌ ଷ୍ଟେଶନ୍‌ ଓଲିରେ ଗୁପ୍ତା ବଦର୍ସଙ୍କ ପୁଅ ବିବାହ ମହାଆଡମ୍ବରରେ ଆୟୋଜିତ ହେଉଛି। ଏହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।...

‘ମୁସ୍‌ଲିମ୍‌ ପରିବା ବ୍ୟବସାୟୀଙ୍କୁ ସାବଧାନ’: ବିଧାୟକଙ୍କ ମନ୍ତବ୍ୟକୁ ଭାଜପା ଅଧ୍ୟକ୍ଷଙ୍କ ସମାଲୋଚନା

ନୂଆଦିଲ୍ଲୀ,୨୯ା୪: ଉତ୍ତରପ୍ରଦେଶର ଦେଓରିଆ ବିଧାୟକ ସୁରେଶ ତିଓ୍ବାରୀ(୭୪) ‘ମୁସଲମାନ୍‌ ପରିବା ବ୍ୟବସାୟୀଙ୍କଠାରୁ ପରିବା କିଣନାହିଁ ଓ ସେମାନଙ୍କଠାରୁ ଦୂରେଇ ରୁହ’ ବୋଲି ସର୍ବସାଧାରଣରେ କହିବା ପରେ...

ଗୋଦାବରୀରେ ବୁଡିଲା ପର୍ଯ୍ୟଟକଙ୍କ ବୋଟ୍‌

ପୂର୍ବ ଗୋଦାବରୀ,୧୫।୯: ଆନ୍ଧ୍ର ପ୍ରଦେଶ ପୂର୍ବ ଗୋଦାବରୀ ଜିଲା ଦେବୀପାଟନମଠାରେ ଗୋଦାବରୀ ନଦୀରେ ପର୍ଯ୍ୟଟକଙ୍କର ଏକ ବୋଟ୍‌ ବୁଡିଯାଇଥିବା ସୂଚନା ମିଳିଛି। ଏଥିରେ ପ୍ରାୟ ୬୦ଜଣ...

Advertisement
Archives

Model This Week