Categories: ଜାତୀୟ

କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ କରୋନା

ନୂଆଦିଲ୍ଲୀ,୮।୮-କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ସେ ମୋଦି ସରକାରରେ କେନ୍ଦ୍ର ଜଳ ସମ୍ପଦ ରାଷ୍ଟ୍ର ମନ୍ତ୍ରୀ ଅଛନ୍ତି। ଏହାପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଆକ୍ରାନ୍ତ ହୋଇଥିଲେ।

Share