ପାର୍ସଲ ପ୍ୟାକେଜିଂ ୟୁନିଟ୍‌ ବୁଲି ଦେଖିଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନ ବୈଷ୍ଣବ

ଭୁବନେଶ୍ୱର,୧୫।୮: ରେଳ, ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଭୁବନେଶ୍ୱର ଜିପିଓ ପରିଦର୍ଶନ କରିଛନ୍ତି। ସେଠାରେ ସେ ଡାକ ନିର୍ଯାତ କେନ୍ଦ୍ରରେ ଥିବା ପାର୍ସଲ ପ୍ୟାକେଜ୍‌ ୟୁନିଟ୍‌ ବୁଲି ଦେଖିଥିଲେ। ପାର୍ସଲ ପ୍ୟାକେଜିଂର ତଦାରଖ କରିବା ସହିତ ଉପସ୍ଥିତ ଗ୍ରାହକଙ୍କ ସହ ଆଲୋଚନା କରି ମତାମତ ନେଇଥିଲେ। ଭୁବନେଶ୍ୱରେ ଜିପିଓରେ ପ୍ରଦାନ କରାଯାଉଥିବା ସମସ୍ତ ଡାକ ସେବା ସୂଚାରୁ ରୂପେ ସମ୍ପାଦନ କରି ଗ୍ରାହକଙ୍କୁ ଉତ୍ତମ ସେବା ଯୋଗାଇବା ପାଇଁ ଉପସ୍ଥିତ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜିପିଓରେ ଚାଲିଥିବା ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ୍‌ ମଧ୍ୟ ମନ୍ତ୍ରୀ ବୁଲି ଦେଖିଥିଲେ। ତାଙ୍କ ସହ ଓଡିଶା ଡାକ ପରିମଣ୍ଡଳର ମୁଖ୍ୟ ମହାଡାକପାଳ ଶୁଭେନ୍ଦୁ ସ୍ବାଇଁ ଏବଂ ଡାକ ନିର୍ଦ୍ଦେଶିକା ସୁଚିସ୍ମିତା ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

କମିବ ତାପମାତ୍ରା; ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା

ଭୁବନେଶ୍ୱର, ୨୭।୩(ବନ୍ଦନା ସେଠୀ): ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି।…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri