ସିଙ୍ଗିରି ସରପଞ୍ଚଙ୍କ ଘରେ କେନ୍ଦ୍ରମନ୍ତ୍ରୀ

ଆଳି,୧୩ା୯(ଡି.ଏନ.ଏ.):କେନ୍ଦ୍ରମନ୍ତ୍ରୀ ନିଶିଥ ପ୍ରାମାଣିକ ରବିବାର କେନ୍ଦ୍ରାପଡ଼ା ଜିଲା ରାଜକନିକା ଗସ୍ତରେ ଆସିଥିବା ବେଳେ ଆଳି ବ୍ଲକ ସିଙ୍ଗିରି ସରପଞ୍ଚ ଅକ୍ଷୟ ଦାସଙ୍କ ବାସଭବନରେ ପହଞ୍ଚତ୍ ଥିଲେ। ସିଙ୍ଗିରିଠାରେ କେନ୍ଦ୍ରମନ୍ତ୍ରୀ ପହଞ୍ଚତ୍ବା ପରେ ପତ୍ରପୁର ମଣ୍ଡଳ ପକ୍ଷରୁ ସଭାପତି ତଥା ସରପଞ୍ଚ ଅକ୍ଷୟ ଦାସ ତାଙ୍କୁ ସ୍ବାଗତ କରିଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପ୍ରାମାଣିକ ସରପଞ୍ଚ ଅକ୍ଷୟଙ୍କ ଘରେ ଉପସ୍ଥିତ ଯୁବ ଭୋଟରମାନଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଥିଲେ। ଏଥିସହ ଆଳି ନିର୍ବାଚନ ମଣ୍ଡଳୀରେ କ୍ରୀଡାର ବିକାଶ ସହ ଯୁବ ଖେଳାଳିମାନଙ୍କୁ ନେଇ ପ୍ରଶିକ୍ଷଣ ଦେବାର ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଏହି ସମୟରେ ଭାଜପା ଜିଲା ସଭାପତି କିଶୋର ପଣ୍ଡା, ଉପସଭାପତି କୃଷ୍ଣଚନ୍ଦ୍ର ପଣ୍ଡା, ଜିଲା ସାଧାରଣ ସମ୍ପାଦକ ଶଶାଙ୍କ ସେଠୀ, ଅଭିମନ୍ୟୁ ଗୋଛାୟତ, ସଂଖ୍ୟାଲଘୁ ସେଲର ରାଜ୍ୟ ଉପସଭାପତି ସେକ୍‌ ସଲିମ, ସିଙ୍ଗିରି ପଞ୍ଚାୟତର ଦେବବ୍ରତ ନାୟକ, ଯୁବମୋର୍ଚ୍ଚା ପତ୍ରପୁର ମଣ୍ଡଳ ସାଧାରଣ ସମ୍ପାଦକ ମନୋଜ ସେଠୀଙ୍କ ସମେତ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ କ୍ୟାମ୍ପରେ ୫୦ ଜଣଙ୍କ ସ୍ବାବ ସଂଗ୍ରହ

ବଇଣ୍ଡା, ୧୭ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ନମୁନା ସଂଗ୍ରହ ଓ ପରୀକ୍ଷାକୁ ବ୍ୟାପକ କରିବାକୁ ବିଭିନ୍ନ ସ୍ଥାନରେ ଅସ୍ଥାୟୀ ସ୍ବାସ୍ଥ୍ୟ କ୍ୟାମ୍ପ କରାଯାଇଛି।...

ଛାତ୍ର ର଼୍ୟାଗିଂ ଘଟଣା: ସିଡବ୍ଲୁସିଙ୍କୁ ଭେଟିଲେ ପରିବାରବର୍ଗ; ଅଧ୍ୟକ୍ଷଙ୍କୁ ଗିରଫ ନ କଲେ ରାସ୍ତାରୋକୋ ଚେତାବନୀ

ସମ୍ବଲପୁର,୧୮।୯(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ପରଧିଆପାଲି ବୈଦିକ ଇଣ୍ଟରନ୍ୟାଶନାଲ ସ୍କୁଲରେ ଜଣେ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ମଙ୍ଗଳବାର ଶାସନ ଥାନାରେ ଅଭିଯୋଗ ହୋଇଥିଲ।...

ଖୋଲା ଆକାଶ ତଳେ ୯ ପରିବାର

ମହାକାଳପଡ଼ା,୪।୧୨ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଜୟନଗର (ଶାସନପଡ଼ା) ଠାରେ ୯ ପରିବାର ଦୀର୍ଘବର୍ଷ ହେବ ଗୋଚର ଜମିକୁ ଜବରଦଖଲ କରି ସ୍ଥାୟୀ ବାସଗୃହ...

କାଳୀପୂଜା ପାଇଁ ଝଲସୁଛି ଯାଜପୁର ସହର

ଯାଜପୁର ଟାଉନ,୨୬ା୧୦(ଡି.ଏନ.ଏ.): ଯାଜପୁରର ଗଣପର୍ବ କାଳୀପୂଜା ସୋମବାର ରାତିରୁ ଆରମ୍ଭ ହୋଇଛି। ଚଳିତ ବର୍ଷ ସୂର୍ଯ୍ୟ ପରାଗ ଯୋଗୁ ରାତି ୧୦ଟା ସମୟରେ ବୈତରଣୀ ନଦୀରେ...

ଆରମ୍ଭ ହେଲା କାର୍ତ୍ତିକ ବ୍ରତ, ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କ ଭିଡ଼

ପୁରୀ ଅଫିସ,୧୪।୧୦: ସୋମବାରଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ପ୍ରତ୍ୟୁଷରେ ହବିଷିଆଳିମାନେ ପଞ୍ଚତୀର୍ଥରେ ସ୍ନାନକରି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହାପରେ ତୁଳସୀ ଚଉରାମୂଳେ...

ସୀମିତ ରହିବ ହାଇକୋର୍ଟ କାର୍ଯ୍ୟ

କଟକ ଅଫିସ,୪।୫: ଲକ୍‌ଡାଉନ ଅବଦ୍ଧି ବୃଦ୍ଧିକୁ ନେଇ ହାଇକୋର୍ଟ ପକ୍ଷରୁ ରବିବାର ନୂତନ ନିର୍ଦ୍ଦେଶନାମା ଜାରି ହୋଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ...

ଖାଦ୍ୟ ଅଭାବରୁ ରାଜରାସ୍ତାରେ ମାଙ୍କଡ଼

କେନ୍ଦୁଝର,୨୭।୨(ସ୍ବ.ପ୍ର.): ଏକଦା କେନ୍ଦୁଝର ଜିଲା ବଣପାହାଡ଼ ଘେରରେ ପରିପୂର୍ଣ୍ଣ ଥିଲା। କିଛି ବର୍ଷ ହେଲା ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ହେବା ଫଳରେ ଜଙ୍ଗଲ ମଧ୍ୟରେ...

ଗାଜଲବାଡ଼ି ଘାଟିରେ ଭୂ-ସ୍ଖଳନ

ଦାରିଙ୍ଗବାଡ଼ି,୨୧ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରେ ତିନୋଟି ଅର୍ଥାତ ୩ ନଂ ଘାଟି ବୁଲାଣି ରାସ୍ତା ସମେତ ୪ ନଂ...

Advertisement
Archives

Model This Week