ଥାନାରେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୪।୩(ବ୍ୟୁରୋ): ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା ଘଟଣାରେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ବାରିପଦା ଟାଉନ ଥାନାରେ ଶୁକ୍ରବାର ହାଜିର ହୋଇଛନ୍ତି। ପୂର୍ବରୁ ଅଧିକାରୀମାନେ କେନ୍ଦ୍ରମନ୍ତ୍ରୀ ମାଡ଼ ମାରିଥିବା ନେଇ ଅଭିଯୋଗ କରିଥିଲେ। ଏ ନେଇ କେନ୍ଦ୍ରମନ୍ତ୍ରୀଙ୍କ ନାଁରେ ବାରିପଦା ଟାଉନ ଥାନାରେ ଏକ ମାମଲା ରୁଜ୍ଜୁ ହୋଇଥିଲା। ଗତ ଜାନୁଆରୀ ୧୧ତାରିଖରେ ମୟୂରଭଞ୍ଜ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ଦୁଇ ଅଧିକାରୀଙ୍କୁ କେନ୍ଦ୍ରମନ୍ତ୍ରୀ ନିଜ କାର୍ଯ୍ୟାଳୟକୁ ଡକାଇ ଥିଲେ। ପରେ ପରେ ସେଠାରେ ସେମାନଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ କେନ୍ଦ୍ରମନ୍ତ୍ରୀ ଉଚ୍ଚ ନାଯ୍ୟଳୟରୁ ଅଗ୍ରୀମ ଜାମିନ ପାଇଁ ସାରିଥିବା ବେଳେ ତଦନ୍ତକାରୀ ଅଫିସରଙ୍କୁ ଘଟଣାର ତଦନ୍ତ ପାଇଁ ସହଯୋଗ କରିବାକୁ ଉଚ୍ଚ ନ୍ୟାୟାଳୟ ପକ୍ଷରୁ ସର୍ତ୍ତ ରଖା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଓ୍ବାର୍ଡ ନେବାକୁ ଆସି ଚାଲିଗଲା ଏସ୍‌ଆଇଙ୍କ ଜୀବନ

ପଦ୍ମପୁର,୧।୪(ଡି.ଏନ୍‌.ଏ.): ଉତ୍କଳ ଦିବସ ଅବସରରେ ରାଜ୍ୟସ୍ତରୀୟ ପୁରସ୍କାର ପାଇବା ପାଇଁ ଭୁବନେଶ୍ୱର ଆସିଥିବା ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଧୀନ କେନ୍ଦୁଗୁଡା ଫାଣ୍ଡି ଏସ୍‌ଆଇ କିଶୋର...

୧୩ ଜିଲାର ଅଢ଼େଇ ଲକ୍ଷ ଲୋକ ଜଳବନ୍ଦୀ

ଭୁବନେଶ୍ୱର,୧୯ା୮(ବ୍ୟୁରୋ):ବନ୍ୟା ଯୋଗୁ ୧୩ ଜିଲାର ୭୧ ବ୍ଲକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏଥିରେ ୨୦୬୬ ଗ୍ରାମ ପ୍ରଭାବିତ ହୋଇଛି। ୪୭୦ ଗ୍ରାମ ଜଳଘେରରେ ରହିଥିବାବେଳେ ୨...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: କାର୍‌ ଉପରେ ମାଡ଼ିଗଲା ହାଇଓ୍ବା, ଜଣେ ମୃତ

ଭୁବନେଶ୍ୱର,୪ା୪(ବ୍ୟୁରୋ): ପଳାଶୁଣୀ ବସ୍‌ ଷ୍ଟପେଜ୍‌ ନିକଟରେ ସୋମବାର ସିରିଜ୍‌ ଦୁର୍ଘଟଣା ଘଟିଛି। ଏକ କାର୍‌ ଉପରେ ହାଇୱା ଚଢ଼ି ଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା...

ଓଡ଼ିଶାରେ ଭାଜପା ନୂଆ ପ୍ରଭାରୀ

ଭୁବନେଶ୍ବର,୬ା୯(ବ୍ୟୁରୋ):ଭାଜପା ରାଜ୍ୟ ପ୍ରଭାରୀ ସୁନୀଲ ବଂଶଲ ଦାୟିତ୍ୱ ପାଇବା ପରେ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି।...

ଚାଇନା ନାଗରିକଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୧୩।୭ (ବ୍ୟୁରୋ): ଗ୍ରାହକଙ୍କୁ ଆପ୍‌ ଦ୍ୱାରା ଲୋନ୍‌ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଆଦାୟ ମାମଲାରେ ମାଷ୍ଟରମାଇଣ୍ଡ୍‌ ହେଉଛନ୍ତି...

ଓଡ଼ିଆ ଆଇପିଏସ୍‌ ଅଧିକାରୀଙ୍କୁ ଗୁରୁତ୍ୱ

ଭୁବନେଶ୍ୱର,୧୭ା୭(ବ୍ୟୁରୋ):  ନିକଟରେ ରାଜ୍ୟର ୩ଜଣ ଓଡ଼ିଆ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ କରାଯାଇଛି। ଦୀର୍ଘ ଦିନ ପରେ ଓଡ଼ିଆ ଅଧିକାରୀଙ୍କୁ ଏଭଳି ପଦବୀରେ ଅବସ୍ଥାନ କରି...

ଓଭରବ୍ରିଜ୍‌ କଡ଼ ପାଲଟିଛି ଆବର୍ଜନା ସ୍ଥଳ

କୋରେଇ,୨|୮(ସ୍ବ.ପ୍ର.)- ପାଣିକୋଇଲି ଓଭର ବ୍ରିଜ୍‌ ପାର୍ଶ୍ୱ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଏଠାରେ ରହିଥିବା ବିଭିନ୍ନ ବ୍ୟବସାୟୀମାନେ ପ୍ରତ୍ୟହ ଆବର୍ଜନାକୁ ପୋଡିବା ପରିବର୍ତ୍ତେ ଓଭରବ୍ରିଜ କଡ଼ରେ...

ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କୁ ପଠାଇଥିବା କହିଛନ୍ତି। ବ୍ୟକ୍ତିଗତ...

Advertisement
Archives

Model This Week