ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡ଼ା ଅଫିସ,୨୩।୫: ଆସନ୍ତା ୩୧ରେ ବ୍ରଜରାଜନଗରରେ ହେବ ଉପନିର୍ବାଚନ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍‌ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କସହ ମିଶି ପ୍ରଚାର କରୁଛନ୍ତି। ତେବେ ମଙ୍ଗଳବାର ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ପାଇଁ ପ୍ରଚାର କରିବେ ବୋଲି ଜଶାପଡ଼ିଛି। ପ୍ରାର୍ଥୀଙ୍କ ସହ ଧର୍ମେନ୍ଦ୍ର ପ୍ରଧାନ ରୋଡ ଶୋ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଅନ୍ୟପକ୍ଷେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଜିଲା ପ୍ରଶାସନକୁ ଦଳ ପକ୍ଷରୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଛାତ୍ରୀନିବାସରେ ଅଗ୍ନିକାଣ୍ଡ

କଟକ ଅଫିସ୍‌,୧୨ା୨: କଟକ ସହର ମୁରାଦ୍‌ଘାଁପାଟଣା ଗଳିରେ ଥିବା ଏକ ଘରୋଇ ଛାତ୍ରୀନିବାସର ରୋଷେଇ ଶାଳ ଗ୍ୟାସ୍‌ଟାଙ୍କିରେ ବୁଧବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଟାଙ୍କିରୁ ଗ୍ୟାସ୍‌...

ବିଜୟ ଶୋଭାଯାତ୍ରାରେ ଗୁଳି ଫୁଟାଇଲେ କାଉନସିଲର, ଭାଇରାଲ ହେଉଛି ଭିଡିଓ

ସୋନପୁର,୨୬ା୩(ନି.ପ୍ର.): ବିଜୟ ଶୋଭାଯାତ୍ରାରେ ଗୁଳି ଫୁଟାଇଛନ୍ତି ନବନିର୍ବାଚିତ ବିଜେଡି କାଉନସିଲର। ଏମିତି ଦୃଶ୍ୟ ସୋନପୁର ପୌର ପରିଷଦରେ ଦେଖିବାକୁ ମିଳିଛି। ଯାହାର ଭିଡିଓ ଏବେ ସୋସିଆଲ...

ଡାଳୁଅ ଧାନରେ ରୋଗପୋକ

ମାଧପୁର, ୨୭।୨:ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ପଞ୍ଚାୟତର ତିତିରିକାଟା ଗ୍ରାମ ଏବଂ ଏହାର ଆଖପାଖ ଅଞ୍ଚଳରେ ଡାଳୁଅ ଧାନରେ ରୋଗପୋକ ପ୍ରାଦୁର୍ଭାବ ଦେଖାଦେଇଛି। ଫଳରେ...

ବଜ୍ରକାପ୍ତା କାତି ଜବତ : ୬ ଗିରଫ

ଉଦଳା,୨୨ା୧୦(ଡି.ଏନ୍‌.ଏ.)- ବଜ୍ରକାପ୍ତା ଚୋରା ଚାଲାଣର ପେଣ୍ଠସ୍ଥଳୀ ପାଲଟିଛି ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଏରିଆ ା କିଛିମାସ ପୂର୍ବେ ବଜ୍ରକାପ୍ତା ଚୋରା ଚାଲାଣ ନିମନ୍ତେ ଡିଲ୍‌...

ଜେଲ ଗଲେ କଲେଜ ଅଧ୍ୟକ୍ଷ

ସୁନାବେଡା,୪ା୧୧(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଜୁନିୟର ମହିଳା ମହାବିଦ୍ୟାଳୟର ଜଣେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଦେବା ଅଭିଯୋଗରେ କଲେଜ ଅଧ୍ୟକ୍ଷ ପବିତ୍ର କୁମାର ବେଦାନ୍ତ...

ସୁନ୍ଦରଗଡ଼ରେ ପ୍ରାକୃତିକ ପଦ୍ଧତିରେ ଚାଷ

ସୁନ୍ଦରଗଡ଼,୭।୪(ଡି.ଏନ.ଏ.): ପରିବେଶ ଅନୁକୂଳ କୃଷି ଏବଂ ରାସାୟନିକ ସାର ମୁକ୍ତ ଖାଦ୍ୟଶସ୍ୟ ଉତ୍ପାଦନ ହେଉଛି ବର୍ତ୍ତମାନ ସମୟର ବଡ଼ ଆବଶ୍ୟକତା। ତେଣୁ ଏହାକୁ ଦୃଷ୍ଟିରେ ରଖି...

ଶାସନ ଶ୍ରୀରାମଚନ୍ଦ୍ରପୁରକୁ ଐତିହ୍ୟ ଗ୍ରାମ ମାନ୍ୟତା ଦିଆଯାଉ

ସାକ୍ଷୀଗୋପାଳ,୧୩।୨(ସ୍ବ.ପ୍ର./ଡି.ଏନ୍‌.ଏ.):ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଆଚାର୍ଯ୍ୟ ଯୁବ ପରିଷଦଙ୍କ ମିଳିତ ସହଯୋଗରେ ଆଚାର୍ଯ୍ୟ ହରିହର ଦାସଙ୍କର ରାଜ୍ୟସ୍ତରୀୟ ଜୟନ୍ତୀ ଉପଲକ୍ଷେ ରବିବାର ସାରେ ସାକ୍ଷୀଗୋପାଳ ନିକଟସ୍ଥ...

ପ୍ରେମିକଙ୍କ ସହ ହୋଟେଲ ଯାଇଥିଲେ ନାବାଳିକା, ମିଳିଲା ମୃତଦେହ

ବରଗଡ଼ ଅଫିସ,୯।୫: ବରଗଡ଼ ରେଳ ଷ୍ଟେଶନ ନିକଟ ବିଜୟ ନାମକ ଏକ ହୋଟେଲରେ ସୋମବାର ଜଣେ ନାବାଳିକା(୧୭)ଙ୍କ ରହସ୍ୟଜନକ ମୃତ୍ୟୁ ଘଟିଛି। ମୃତ ନାବାଳିକା ଜଣକ...

Advertisement
Archives

Model This Week