Odisha Elections 2024

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ନାମାଙ୍କନ ଭରିଛନ୍ତି। ଦୁଇ ଦିନ ପୂର୍ବରୁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟର ତାଲିକାରେ ନାହିଁ ନାଁ, କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ

ଭୁବନେଶ୍ୱର,୧୭।୫: ଭୋଟର ତାଲିକାରେ ତାଙ୍କ ନାମ ନ ଥିବାରୁ କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀ ଜ୍ୟୋତି ରଂଜନ ମଲ୍ଲିକଙ୍କ ନାମାଙ୍କନ ଖାରଜ କରାଯାଇଛି। ଦୁଇ ଦିନ...

ଓଡ଼ିଶା ପାଇଁ ଭାଜପା ଖୋଜୁଛି ମୁଖ୍ୟମନ୍ତ୍ରୀ ଫେସ୍‌, ଆଗରେ ଅଛନ୍ତି ଧର୍ମେନ୍ଦ୍ରଙ୍କ ସମେତ ଏସବୁ ନେତା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭।୫: ଲୋକ ସଭା ନିର୍ବାଚନ ସହିତ ଓଡ଼ିଶାରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି। ରାଜ୍ୟରେ ନିର୍ବାଚନରେ ଭାଜପା ଜୋରଦାର ପ୍ରତିଦ୍ୱନ୍ଦ୍ୱିତା କରୁଛି। କାରଣ ବିଜୁ...

କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

ବାରିପଦା,୧୭।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ବୁଢିଖମାରୀ ଠାରେ ଆତଂକ ଖେଳାଉଥିବା କଲରାପତରିଆ ବାଘକୁ ବନବିଭାଗ କାବୁ କରିଛି ।...

ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ

ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍‌ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ...

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା...

ଚଳିତ ମାସ ଶେଷରେ ବଙ୍ଗୋପସାଗରରେ ଆସିପାରେ ବାତ୍ୟା, ଓଡ଼ିଶା ଉପରେ ପଡ଼ିବ କି ପ୍ରଭାବ ?

ଭୁବନେଶ୍ୱର,୧୭।୫: ଚଳିତ ମାସର ଶେଷ ଭାଗରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଯଦିଓ ଭାରତ ପାଣିପାଗ ବିଭାଗ (ଆଇଏମଡି) ଏପର୍ଯ୍ୟନ୍ତ କୌଣସି ଅଫିସିଆଲ ପୂର୍ବାନୁମାନ...

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ

କଟକ,୧୭।୫: ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ଫରୀକ୍ଷାଫଳ। ମାଟ୍ରିକ ସହ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ଫଳ ଏକକାଳୀନ ପ୍ରକାଶ ପାଇବ ବୋଲି...

ନିର୍ବାଚନ ଆସିଲେ ଭାଜପା ନେତା ଆସନ୍ତି: ପାଣ୍ଡିଆନ

ବଲାଙ୍ଗୀର/ସଇଁନ୍ତଲା,୧୭ା୫ (ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ଟିଟିଲାଗଡ ନିର୍ବାଚନମଣ୍ଡଳୀର ସଇଁତଲା, କଣ୍ଟାବାଞ୍ଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri