କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍‌ ଚିହ୍ନଟ; ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୪।୮: କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛିି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ୍‌ ହେବାର ଦୁଇ ଦିନ ପରେ ଧର୍ମେନ୍ଦ୍ର ଆକ୍ରାନ୍ତ ଥିବା ନେଇ ସୂଚନା ମିଳିଛି। ଧର୍ମେନ୍ଦ୍ରଙ୍କ ଜଣେ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାପରଠାରୁ ସେ ଆଇସୋଲେଶନରେ ରହି ଆସୁଥିବା ଜଣାପଡ଼ିଛି।

୫୧ ବର୍ଷୀୟ ଧର୍ମେନ୍ଦ୍ର ପ୍ରଧାନ ଭାରତର ଦ୍ୱିତୀୟ କେନ୍ଦ୍ର ମନ୍ତ୍ରୀ ଯିଏକି କୋଭିଡ -୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦିୟୁରପ୍ପା ଏବଂ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦଦ୍ଧରମୟା ଅଛନ୍ତି। ତାମିଲନାଡୁର ରାଜ୍ୟପାଳ ବନୱାରିଲାଲ ପୁରୋହିତ ମଧ୍ୟ ଏହି ରୋଗରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?