Posted inଜାତୀୟ

ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୨୪ା୬: ସୋମବାର ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବା ପରେ କାଚଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ଏମ୍‌ପିମାଙ୍କ ଶପଥପାଠ କରାଇଥିଲେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ମାତୃଭାଷା ଓଡ଼ିଆରେ ଆଜି ଶପଥ ନେଇଛନ୍ତି। ସେହିପରି ଏମ୍‌ପି ଜୁଏଲ ଓରାମ ମଧ୍ୟ ଓଡ଼ିଆରେ ଶପଥ ନେଇଛନ୍ତି।

ଏଥିସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ ପ୍ରମୁଖ ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ, କାମଚଳା ବାଚସ୍ପତି ତଥା କଟକ ଏମ୍‌ପି ଭର୍ତ୍ତୃହରି ମହତାବ ନବ ନିର୍ବାଚିତ ଏମ୍‌ପିମାନଙ୍କୁ ଶପଥପାଠ କରାଇବେ। ଦୁଇ ଦିନ ଧରି ଏହି ପ୍ରକ୍ରିୟା ଚାଲିବ। ଆଜି ପ୍ରଥମ ଦିନରେ ୨୮୦ ଏମ୍‌ପି ଶପଥ ଗ୍ରହଣ କରିବେ। ଆସନ୍ତା ୨୬ ତାରିଖରେ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri