ଧାମନଗରବାସୀଙ୍କ ସ୍ନେହ, ଶ୍ରଦ୍ଧାର ବିଜୟ: ଧର୍ମେନ୍ଦ୍ର

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଫଳାଫଳ ଘୋଷଣା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପ୍ରତିକ୍ରିୟାରେ ଏହା ଧାମନଗରବାସୀଙ୍କ ବିଜୟ ସହ ସ୍ବର୍ଗତ ବିଷ୍ଣୁ ସେଠୀଙ୍କ ପ୍ରତି ସେଠାକାର ଜନସାଧାରଣଙ୍କ ସ୍ନେହ ଏବଂ ଶ୍ରଦ୍ଧାର ବିଜୟ ବୋଲି କହିଛନ୍ତି। ଏହା ଗଣତନ୍ତ୍ର ଏବଂ ଓଡ଼ିଆ ସ୍ବାଭିମାନର ବିଜୟ। ଯେଉଁ ଭୂମିରେ ବାବା ଆଖଣ୍ଡଳମଣି ଅଛନ୍ତି, ଯେଉଁ ରାଜ୍ୟରେ ମହାପ୍ରଭୁ ଜଗନ୍ନାଥ ବିଦ୍ୟମାନ ସେଠାରେ ବହୁଦିନ ପର୍ଯ୍ୟନ୍ତ ଅନ୍ଧାର ରୁହେ ନାହିଁ। କେବେ ନା କେବେ ସତ୍ୟ ସାମ୍ନାକୁ ଆସେ। ଏ ସତ୍ୟ ସାମ୍ନାକୁ ଆସିଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି, ଯେଉଁମାନେ ନିଜକୁ ଅପରାଜେୟ ବୋଲି ଭାବୁଥିଲେ ତାହା ଭୁଲ୍‌ ପ୍ରମାଣିତ ହୋଇଛି। ଗଣତନ୍ତ୍ରରେ ଜୟ, ପରାଜୟ ରହିଛି। ସ୍ବାଭିମାନୀ ଧାମନଗରବାସୀ ତାହା ପ୍ରମାଣ କରି ଦେଖାଇଛନ୍ତି। ଏହା ସମସ୍ତଙ୍କ ପାଇଁ ଗଣତନ୍ତ୍ରର ବିଜୟ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ

ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ…

ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର…

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri