Posted inଜାତୀୟ

ସ୍ୱଦେଶୀ ଉପକରଣ ବାଲା ୫ଜି ନେଟୱର୍କର ସଫଳ ପରୀକ୍ଷଣ, ଆଇଟି ମନ୍ତ୍ରୀ ଅଶ୍ୱିନି ବୈଷ୍ଣବ କଲେ ପ୍ରଥମ ୫ଜି ଭିଡିଓ କଲ

ନୂଆଦିଲ୍ଲୀ,୨୦ ।୫: ଦେଶ ପାଇଁ ଗୁରୁବାର ଥିଲା ଏକ ଗୁରୁତ୍ୱପୂର୍ଣ୍ଣ ଦିନ । ଦେଶରେ ସ୍ୱଦେଶୀ ଦୂରସଂଚାର ଉପକରଣ ମାଧ୍ୟମରେ ସ୍ଥାପନ କରାଯାଇଥିବା ୫ଜି ନେଟୱର୍କର ସଫଳ ପରୀକ୍ଷଣ ହୋଇଛି । କେନ୍ଦ୍ର ଦୂରସଂଚାର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭାରତୀୟ ପ୍ରାଦ୍ଦ୍ୟୋଗିକି ସଂସ୍ଥାନ ମାଡ୍ରାସ(ଆଇଆଇଟି ମାଡ୍ରାସ)ରେ ସ୍ଥାପିତ ପରୀକ୍ଷଣ ନେଟୱର୍କରୁ ପ୍ରଥମ ୫ଜି କଲ କରିଛନ୍ତି । ସୂଚନାଯୋଗ୍ୟ, ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରଥମ ୫ଜି ନେଟୱର୍କ ଟେଷ୍ଟ-ବେଡର ଉଦ୍‌ଘାଟନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri