Posted inଜାତୀୟ

ଓଡ଼ିଶା ଟ୍ରେନ ଦୁର୍ଘଟଣାକୁ ନେଇ ରାଜନୈତିକ ଫାଇଦା ଉଠାଇବାକୁ ଚେଷ୍ଟା କରୁଛନ୍ତି ବିରୋଧୀ: ହରଦୀପ ସିଂ

ନୂଆଦିଲ୍ଲୀ,୭।୬: ଓଡ଼ିଶା ଟ୍ରେନ ଦୁର୍ଘଟଣାକୁ ନେଇ ବିରୋଧୀ ଦଳ ରାଜନୈତିକ ଫାଇଦା ଉଠାଇବାକୁ ଚେଷ୍ଟା କରୁଥିବା ଅଭିଯୋଗ ଆଣିଛନ୍ତି କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂ ପୁରୀ। ସେ କହିଛନ୍ତି, ବହୁମୂଲ୍ୟ ଜୀବନ ବଞ୍ଚାଇବା ପାଇଁ ପୀଡିତଙ୍କ ପର୍ଯ୍ୟନ୍ତ ପହଞ୍ଚିବା ନେଇ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।

ମୋଦି ସରକାରଙ୍କ ୯ ବର୍ଷ ପୂରଣ ହେବା ପରେ ସରକାରଙ୍କ ସଫଳତା ବିଷୟରେ କହିବା ପାଇଁ ହରଦୀପ ସିଂ ଜମ୍ମୁରେ ପହଞ୍ଚିଥିଲେ। ଏହି ସମୟରେ କେନ୍ଦ୍ର ମନ୍ତ୍ରୀ ମଙ୍ଗଳବାର ବିରୋଧୀ ଦଳମାନଙ୍କୁ ଓଡିଶା ଟ୍ରେନ ଦୁର୍ଘଟଣାକୁ ନେଇ ଟାର୍ଗେଟ କରିଛନ୍ତି।
ବିବିସି ଉପରେ ଇନକମ୍‌ ଟ୍ୟାକ୍ସକୁ ରକ୍ଷା କରି ସେ କହିଛନ୍ତି ଯେ, ଭାରତରେ ଗଣତନ୍ତ୍ର ଶକ୍ତିଶାଳୀ ଏବଂ କୌଣସି ଶକ୍ତି ଏହାକୁ ନଷ୍ଟ କରିପାରିବେ ନାହିଁ। ବିବିସିର ଅତୀତର କାର୍ଯ୍ୟକଳାପରୁ ଜଣାପଡିଛି ଯେ ଯେଉଁମାନେ ଭାରତରେ ଏଜେଣ୍ଡା ଚଳାନ୍ତି ସେ ସେମାନଙ୍କ ସହ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତା ଦିଦିଙ୍କ ଖେଳ ଶେଷ ହୋଇଛି: ଯୋଗୀ

ଚକଦହା,୨୩।୪: ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ପଶ୍ଚିମବଙ୍ଗର ଚକଦହାରେ ଆୟୋଜିତ ଏକ ସାଧାରଣ…

୨୦୨୬ ଶେଷ ସୁଦ୍ଧା ଟ୍ରମ୍ପଙ୍କୁ ମିଳିବ ଦୁଇଟି ଖରାପ ଖବର? ମେଲାନିଆଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଜ୍ୟୋତିଷ

ଓ୍ବାଶିଂଟନ,୨୩।୪: ୨୦୨୬ ମସିହାର ଆରମ୍ଭ ଯେପରି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ବିସ୍ଫୋରକ ଥିଲା, ସେହିପରି ବର୍ଷର ଶେଷ ମଧ୍ୟ ସମାନ ଭାବରେ ଭୟଙ୍କର ହୋଇପାରେ। ଇରାନ ସହିତ…

ମେ ୧ରୁ ଆରମ୍ଭ ହେବାକୁ ଯାଉଛି ଖପ୍ପର ଯୋଗ, ଏହି ୪ରାଶିର ବ୍ୟକ୍ତିଙ୍କ ଜୀବନରେ ଆସିବ…

ଜ୍ୟୋତିଷ ଶାସ୍ତ୍ରର ନୀତି ଅନୁସାରେ, ୨୦୨୬ ମଇ ମାସର ଆରମ୍ଭ କିଛି ରାଶି ପାଇଁ ଉତ୍ଥାନ-ପତନ ସହିତ ଆରମ୍ଭ ହେବାର ଆଶା କରାଯାଉଛି। ୧ ମଇ ଠାରୁ…

CSKକୁ ମିଳିଲା ଆୟୁଷଙ୍କ ରିପ୍ଲେସମେଣ୍ଟ: IPL 2026 ମଧ୍ୟରେ ଚେନ୍ନାଇରେ ପହଞ୍ଚିଲେ ପୂର୍ବତନ MI ଖେଳାଳି

ନୂଆଦିଲ୍ଲୀ,୨୩।୪: ଚେନ୍ନାଇ ସୁପର କିଙ୍ଗସ ଆୟୁଷ ମହାତ୍ରେଙ୍କ ବଦଳରେ ଜଣେ ଖେଳାଳିଙ୍କୁ ପାଇଛି। ମହାତ୍ରେଙ୍କ ସ୍ଥାନରେ CSK ୩୨ ବର୍ଷୀୟ ଦ୍ରୁତ ବୋଲର ଆକାଶ ମାଧୱାଲଙ୍କୁ ନିଜ…

RCB ପ୍ଲେୟାରଙ୍କୁ ନେବ CSK! IPLରେ ଜଣେ ଖେଳାଳିଙ୍କୁ ଋଣରେ ନେବାରେ କ’ଣ ରହିଛି ନିୟମ ଜାଣନ୍ତୁ

ନୂଆଦିଲ୍ଲୀ,୨୩।୪: IPL 2026 ରେ ଖେଳାଳିଙ୍କ ଆଘାତର ଧାରା ଅବିରତ ଜାରି ରହିଛି। ଏହା ମଧ୍ୟରେ, ଚେନ୍ନାଇ ସୁପର କିଙ୍ଗସ ନିଜକୁ ଏକ ବଡ଼ ସଙ୍କଟରେ ପକାଇଛି।…

ସରିଲା ଛୁଟି, ଖୋର୍ଦ୍ଧା ଜିଲାରେ କାଲିଠୁ ସକାଳୁଆ ସ୍କୁଲ

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାରେ ଶୁକ୍ରବାରଠାରୁ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସ୍କୁଲ୍‌ ଚାଲିବା…

ଜିଲା ବିକାଶ ସମନ୍ବୟ ଓ ପରିଚାଳନା କମିଟି ବୈଠକ: ଜିଲାର ସମସ୍ତ ଗ୍ରାମରେ ପାନୀୟଜଳ ଯୋଗାଣକୁ ତ୍ୱରାନ୍ବିତ କରିବାକୁ ଏମ୍‌ପିଙ୍କ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲା ବିକାଶ ସମନ୍ବୟ ଏବଂ ପରିଚାଳନା କମିଟି(ଦିଶା)ର ତୃତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବରଗଡ…

ମିଳୁନି ଇନ୍ଧନ, ୨୦ ହଜାରରୁ ଅଧିକ ବିମାନ ରଦ୍ଦ, ଟିକେଟ ବୁକିଂ ପୂର୍ବରୁ ଜାଣି ନିଅନ୍ତୁ…

ବର୍ଲିନ,୨୩।୪: ଆମେରିକା-ଇରାନ ବିବାଦ ମଧ୍ୟରେ, ବିଶ୍ୱବ୍ୟାପୀ ଇନ୍ଧନ ଅଭାବ ସ୍ପଷ୍ଟ ଦେଖାଯାଉଛି। ଫଳରେ, ଇନ୍ଧନ ମୂଲ୍ୟ ଦିନକୁ ଦିନ ବୃଦ୍ଧି ପାଉଛି। ଏହାର ପ୍ରଭାବ ଏବେ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri