Posted inଜାତୀୟ

କେନ୍ଦ୍ରମନ୍ତ୍ରୀ ମଣ୍ଡଳରୁ ହରସିମରତ କୌର ବାଦଲଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୭।୯-କୃଷି ଓ କୃଷକ ବିଲ୍‌କୁ ବିରୋଧ କରି ଗୁରୁବାର କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ ମୋଦୀ ସରକାରରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ୱାରା କୃଷି ସଂକ୍ରାନ୍ତ ଅଣାଯାଇଥିବା ୩ଟି ବିଧେୟକ କୃଷକ ବିରୋଧୀ ହୋଇଥିବା ଦର୍ଶାଇ ଶିରୋମଣି ଅକାଳି ଦଳ (ଏସଏଡି) ସଭାପତି ସୁଖବୀର ସିଂ ବାଦଲ କହିଥିଲେ ଯେ, ତାଙ୍କ ଦଳରୁ ମନ୍ତ୍ରୀ ଥିବା ହରସିମରତ ଖୁବଶିଘ୍ର ଇସ୍ତଫା ଦେବେ। ଏହା କହିବାର କିଛି ଘଣ୍ଟା ପରେ ମୋଦୀ ସରକାରଙ୍କ ମନ୍ତ୍ରୀପଦରୁ ହରସିମରତ ଓହରି ଯାଇଥିବା ଟୁଇଟ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri