Posted inଜାତୀୟ

ମା’ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର, ନିର୍ବାଚନୀ ଗସ୍ତ ବାତିଲ କରି ଦିଲ୍ଲୀ ଫେରିଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୨।୫: କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମା’ ରାଜମାତା ମାଧବୀ ରାଜେ ସିନ୍ଧିଆ ଗତ କିଛି ଦିନ ଧରି ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ହେଲେ ବୁଧବାରଠାରୁ ତାଙ୍କର ସ୍ବାସ୍ଥ୍ୟରେ ଅବନତି ପରିଲକ୍ଷିତ ହୋଇଛି। ଏହାକୁ ନେଇ ସେ ନିର୍ବାଚନୀ ଗସ୍ତକୁ ବାତିଲ କରି ଦିଲ୍ଲୀ ଫେରିଛନ୍ତି।

ପ୍ରକାଶ ଯେ, ମାଧବୀ ରାଜେଙ୍କ ସ୍ବାମୀ ପୂର୍ବ କେନ୍ଦ୍ର ମନ୍ତ୍ରୀ ମାଧବ ରାଓ ସିନ୍ଧିଆଙ୍କର ୨୦୦୧ ସେପ୍ଟେମ୍ବର ୩୦ରେ ୟୁପିର ମୈନପୁରୀ ନିକଟରେ ଏକ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଏବେ ଗ୍ବାଲିୟରରେ ମାଧବୀଙ୍କ ଦୀର୍ଘାୟୁ କାମନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…

ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍‌ଘାଟିତ ହୋଇଛି।…

‘ଓ୍ବାର୍ଲଡ କପ ଆମର’, କିଏ ଆଉ କାହିଁକି କହିଲେ ଏମିତି? ଫାଇନାଲ ମ୍ୟାଚ ପୂର୍ବରୁ ଚର୍ଚ୍ଚାରେ ଏହି ବୟାନ

ନୂଆଦିଲ୍ଲୀ,୮।୩: ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସା ୭ଟାରୁ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ…

ଅନ୍ତର୍ଜାତୀୟ ମହିଳା ଦିବସରେ ଏକାଠି ହେଲେ ମହିଳା, ନିଜେ ସ୍ବାବଲମ୍ବୀ ହେବା ସହ…

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଆମ୍ବ ବଗିଚାଠାରେ ରବିବାର ମଧ୍ୟାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ନାରୀ ମହାସଂଘର…

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri