Posted inଜାତୀୟ

ନିଶାଗ୍ରସ୍ତଙ୍କ ସହ କରନ୍ତୁ ନାହିଁ ଝିଅର ବିବାହ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୫ ।୧୨: କେନ୍ଦ୍ର ଆବାସ ଓ ସହରୀ ମାମଲାର ରାଜ୍ୟମନ୍ତ୍ରୀ କୌଶଲ କିଶୋର ଜନତାଙ୍କୁ ଅପିଲ କରିଛନ୍ତି ଯେ ସେ ସେମାନଙ୍କ ଝିଅ ଓ ଭଉଣୀର ବିବାହ କୌଣସି ନିଶାଗ୍ରସ୍ତଙ୍କ ସହ କରନ୍ତୁ ନାହିଁ । ସେ କହିଛନ୍ତି, ଜଣେ ରିକ୍ସା ଚାଳକ ଜଣେ ଦିନ ମଜୁରିଆ ଜଣେ ନିଶାଗ୍ରସ୍ତ ଅଧିକାରୀଙ୍କଠାରୁ ଭଲ ବର ହୋଇପାରିବେ । କୌଶଲ କିଶୋର ଶନିବାର ଉତ୍ତର ପ୍ରଦେଶର ଲଂଭୁୟା ବିଧାନସଭା ଅଞ୍ଚଳରେ ନିଶାମୁକ୍ତି ଉପରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ସମୟରେ କହିଛନ୍ତି, ଜଣେ ନିଶାଗ୍ରସ୍ତଙ୍କ ଆୟୁଷ ବହୁତ କମ ହୋଇଥାଏ ।
କେନ୍ଦ୍ରମନ୍ତ୍ରୀ ତାଙ୍କ ପୁଅ କଥା କହିବା ଛଳରେ କହିଥିଲେ, ମୁଁ ଜଣେ ଏମପି ଓ ମୋ ପତ୍ନୀ ଜଣେ ବିଧାୟକ ଭାବେ ଯେତେବେଳେ ମୋ ପୁଅକୁ ବଞ୍ଚାଇ ପାରିଲୁ ନାହିଁ ତ ସାଧାରଣ ଜନତା ଏମିତି କେମିତି କରିପାରିବେ । କୌଶଲ କିଶୋର ତାଙ୍କ ପରିବାର ସହ ହୋଇଥିବା ଦୁର୍ଘଟଣାକୁ ମନେ ପକାଇ କହିଥିଲେ, ମୋ ପୁଅ (ଆକାଶ କିଶୋର) ସାଙ୍ଗମାନଙ୍କ ସହ ମିଶି ଖୁବ ମଦ ପିଇବା ଅଭ୍ୟାସ କରି ନେଇଥିଲେ । ଶେଷରେ ସେହି ମଦ ହିଁ ତାଙ୍କ ଜୀବନ ନେଇ ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri