ଓଡ଼ିଶାର କୋଇଲା ଉତ୍ପାଦନ ବୃଦ୍ଧିକୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ):ରାଜ୍ୟରେ କୋଇଲା ଉତ୍ପାଦନ ବୃଦ୍ଧି ପାଇଛି। ରାଜ୍ୟ ସରକାରଙ୍କ ଉତ୍ତମ କାର୍ଯ୍ୟ, ଠିକ୍‌ ନୀତି ଓ ସହଯୋଗ ପାଇଁ ଓଡ଼ିଶାରେ କୋଇଲା ଉତ୍ପାଦନ କ୍ଷେତ୍ରରେ ଆଶ୍ଚର୍ଯ୍ୟଜନକ ବୃଦ୍ଧି ଘଟିଛି। ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ୍‌ ପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତରରେ ସୋମବାର କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ପାର୍ଲାମେଣ୍ଟରେ ଏହା କହିଛନ୍ତି।
ରାଜ୍ୟରେ କୋଇଲା ଉତ୍ପାଦନ ବଢ଼ୁଥିଲେ ମଧ୍ୟ ଓଡ଼ିଶା ସରକାରଙ୍କୁ ଏହା ଉପରେ ମିଳୁଥିବା ରୟାଲିଟିକୁ କେନ୍ଦ୍ର ସରକାର ବୃଦ୍ଧି କରୁନାହାନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ କେନ୍ଦ୍ର ସରକାରଙ୍କୁ ବାରମ୍ବାର ଅନୁରୋଧ ପରେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନାହିଁ। ଶନିବାର କୋଲ୍‌କାତାରେ ଅନୁଷ୍ଠିତ ୨୫ତମ ପୂର୍ବାଞ୍ଚଳ ଜୋନାଲ ପରିଷଦ ବୈଠକରେ ପାନୀୟଜଳ ମନ୍ତ୍ରୀ ପ୍ରଦୀପ ଅମାତ ଏ ନେଇ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

ବିଧାୟକ ମୋହନ ଚରଣ ମାଝିଙ୍କୁ ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର, ପ୍ରତିବାଦରେ ଥାନା ସମ୍ମୁଖରେ ବସିଲେ ଧାରଣା

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ସଦର ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝିଙ୍କୁ ସଦର ଥାନା ଆଇଆଇସିଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା...

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri