Posted inଜାତୀୟ

କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ କରୋନା

ନୂଆଦିଲ୍ଲୀ,୭।୧୦-କେନ୍ଦ୍ର ସଂସଦୀୟ ବ୍ୟାପାର ଓ କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ବୁଧବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶକ୍ରମେ ବର୍ତ୍ତମାନ ସେ ହୋମ କ୍ୱାରାଣ୍ଟାଇନରରେ ଅଛନ୍ତି। ତାଙ୍କଠାରେ କୌଣସି କରୋନା ଲକ୍ଷଣ ନ ଥିବା ଜଣାପଡିଛି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଫୁଲ୍ଲ ପଟେଲଙ୍କୁ ଇଡି ସମନ

ନୂଆଦିଲ୍ଲୀ,୨।୬: କଂଗ୍ରେସ ନେତୃତ୍ୱାଧୀନ ଉପା ସରକାର ସମୟରେ ହୋଇଥିବା ବେସାମରିକ ବିମାନ ଚଳାଚଳ ବିଭାଗ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶନିବାର ପୂର୍ବତନ ମନ୍ତ୍ରୀ...

ସାଧାରଣତନ୍ତ୍ର ଦିବସ ପରେଡରେ ୨୫ ହଜାର ଦର୍ଶକଙ୍କୁ ଅନୁମତି!

ନୂଆଦିଲ୍ଲୀ,୩୧ ।୧୨: କରୋନା ମହାମାରୀ କାରଣରୁ ଆସନ୍ତା ମାସରେ ପାଳନ ହେବାକୁ ଯାଉଥିବା ୨୬ ଜାନୁୟାରୀ ବା ସାଧାରଣତନ୍ତ୍ର ଦିବସରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିବ...

୫ ବର୍ଷରେ ମୋଦିଙ୍କ ବିଦେଶ ଯାତ୍ରାରେ ୪୪୬ କୋଟି ୫୨ ଲକ୍ଷ ଖର୍ଚ୍ଚ

ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଯାତ୍ରାରେ ଗତ ୫ ବର୍ଷ ମଧ୍ୟରେ ୪୪୬ କୋଟି ୫୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଲୋକ ସଭାରେ...

ଘରର ପୁଅ ଘରକୁ ଫେରିଲେ: ମମତା

କୋଲକାତା,୧୧।୬: ପଶ୍ଚିମବଙ୍ଗରେ ନିର୍ବାଚନ ହାରିବା ପରେ ଭାଜପାକୁ ପୁଣି ଥରେ ଏକ ବଡ଼ ଝଟ୍‌କା ଲାଗିଛି। ଭାଜପାର ବରିଷ୍ଠ ନେତା ମୁକୁଲ ରୟ ପୁଅ ଶୁଭ୍ରାଂଶୁଙ୍କ...

ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଭାରତର ୮୭୦୦ କୋଟି ଡଲାର କ୍ଷତି…

ନୂଆଦିଲ୍ଲୀ,୨୬।୧୦: ଜଳବାୟୁ ପରିବର୍ତ୍ତନ ଯୋଗୁ ଭାରତରେ ଗତ ୨୦୨୦ ବର୍ଷରେ ଦେଖାଦେଇଥିବା ପ୍ରାକୃତିକ ବିପର୍ଯ୍ୟୟରେ ୭୮୦୦ କୋଟି ଡଲାର କ୍ଷତି ହୋଇଛି। ଏନେଇ ମଙ୍ଗଳବାର ବିଶ୍ୱ...

ସ୍ବାଧୀନତା ଦିବସର ଦିନକ ପୂର୍ବରୁ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌, ୪ ଜୈଶ୍‌ ଆତଙ୍କବାଦୀ ଗିରଫ…

ଶ୍ରୀନଗର,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଏକ ବଡ଼ ଧରଣର ଆତଙ୍କବାଦୀ ଷଡଯନ୍ତ୍ର ପର୍ଦ୍ଦାଫାଶ୍‌ ହୋଇଛି। କଶ୍ମୀର ଜୋନ୍‌...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୨୨।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨...

ଗାଜିଆବାଦରେ ବଢ଼ୁଛି କରୋନା ମିଟର

ଗାଜିଆବାଦ,୨୭।୪: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ଗାଜିଆବାଦରେ ୭୫ ନୂଆ କରୋନା ମାମଲା ସାମ୍ନାକୁ ଆସିଛି।...

Advertisement
Archives

Model This Week