Posted inଜାତୀୟ

ନିଜ ବିଭାଗର ବିଫଳତା ପାଇଁ ସଂସଦରେ କ୍ଷମା ମାଗିଲେ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ

ନୂଆଦିଲ୍ଲୀ,୮।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଛି। ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ବେଳେ ଦଳ ଓ ବିରୋଧୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ଏହି ସମୟରେ ଗୃହରେ ଏକ ପ୍ରଶ୍ନ ସଡକ ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ ନିଜ ବିଭାଗର ବିଫଳତା ପାଇଁ କ୍ଷମା ମାଗିଥିଲେ। ଏକ୍ସପ୍ରେସୱେରେ ବାରମ୍ବାର ଘଟୁଥିବା ଦୁର୍ଘଟଣା ସମ୍ପର୍କରେ ଏକ ପ୍ରଶ୍ନର ଉତ୍ତରରେ ସେ ଏହା କହିଛନ୍ତି।
ଲୋକ ସଭାରେ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟିର କୋଟାଗିରି ଶ୍ରୀଧରଙ୍କ ଏକ ପ୍ରଶ୍ନର ଜବାବରେ ମନ୍ତ୍ରୀ କହିଛନ୍ତି, ଦୁର୍ଭାଗ୍ୟବଶତଃ ଦେଶରେ ସଡ଼କ ଦୁର୍ଘଟଣା ହ୍ରାସ ପାଉନାହିଁ। ନିରନ୍ତର ଉଦ୍ୟମ ସତ୍ତ୍ୱେ ତାଙ୍କ ବିଭାଗ ସାଂଘାତିକ ସଡ଼କ ଦୁର୍ଘଟଣାକୁ ରୋକିବାରେ ସକ୍ଷମ ନୁହେଁ। ରାସ୍ତାରେ ଯିବାବେଳେ ଲୋକଙ୍କୁ ସୁରକ୍ଷା ସମ୍ବନ୍ଧୀୟ ଟ୍ରାଫିକ ନିୟମ ପାଳନ କରିବାକୁ ପଡିବ, କେବଳ ସେତେବେଳେ ଏଭଳି ଘଟଣା ହ୍ରାସ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ମଣ୍ଡଳୀ ଥିଲା। ଗତ ୨୦୦୮ରୁ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ହିନ୍ଦୁଧର୍ମର ସ୍ବରୂପ

ଆମେ ଆଜି ଯାହାକୁ ହିନ୍ଦୁଧର୍ମ ବୋଲି କହୁଛୁ, ତାହା ଅନେକ ଶତାବ୍ଦୀ ଧରି ଏକକ ଧର୍ମ ହୋଇ ରହି ନ ଥିଲା। ଏହା ଜାତି ବ୍ୟବସ୍ଥାକୁ ନେଇ…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri