Posted inଜାତୀୟ

ଏକ ସନ୍ତାନ ନୀତି ସପକ୍ଷରେ କେନ୍ଦ୍ରମନ୍ତ୍ରୀ

ଅହମଦାବାଦ, ୫।୯: କେନ୍ଦ୍ର ସାମାଜିକ ନ୍ୟାୟ ମନ୍ତ୍ରୀ ରାମଦାସ ଅଠାଓ୍ବାଲେ ଭାରତରେ ଏକ ସନ୍ତାନ ନୀତି ସପକ୍ଷରେ ଯୁକ୍ତି ବାଢ଼ିଛନ୍ତି। ବିକାଶ ପାଇଁ ଜନସଂଖ୍ୟା ନିୟନ୍ତ୍ରଣ ଜରୁରୀ। ସେଥିପାଇଁ ତାଙ୍କ ଦଳ ଏକସନ୍ତାନ ନୀତିକୁ ସମର୍ଥନ କରେ ବୋଲି ଆର୍‌ପିଆଇ ଅଧ୍ୟକ୍ଷ ଅଠାଓ୍ବାଲେ କହିଛନ୍ତି।

କେବଳ ହିନ୍ଦୁ ସଂଖ୍ୟାଗରିଷ୍ଠ ଥିବା ପର୍ଯ୍ୟନ୍ତ ଲୋକେ ସମ୍ବିଧାନ ଓ ଧର୍ମନିରପେକ୍ଷତା ସମ୍ପର୍କରେ କହିପାରିବେ ବୋଲି ନିକଟରେ ଗୁଜରାଟ ଉପମୁଖ୍ୟମନ୍ତ୍ରୀ ନିତୀନ ପଟେଲ କହିଥିଲେ। ତେବେ ହିନ୍ଦୁ ଜନସଂଖ୍ୟା କମିବାର ସମ୍ଭାବନା ନାହିଁ ବୋଲି ଅଠାଓ୍ବାଲେ କହିଛନ୍ତି। ଜଣେ ନିଜ ପସନ୍ଦର କାର୍ଯ୍ୟ କରିବା ପାଇଁ ସମ୍ବିଧାନ ଅଧିକାର ଦେଇଛି। ତେବେ ଧର୍ମ ପରିବର୍ତ୍ତନ ଲାଗି କେହି ଅନ୍ୟକୁ ବାଧ୍ୟ କରିପାରିବେ ନାହିଁ ବୋଲି ଆର୍‌ପିଆଇ ନେତା ଖବରଦାତାମାନଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

‘ଯଦି ତୁମର ଲଜ୍ଜା ଅଛି, ତେବେ ହାତ ଯୋଡି ୧୪୦ କୋଟି ଜନତାଙ୍କୁ କ୍ଷମା ମାଗ’, କାହିଁକି ସୋନିଆଙ୍କୁ ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୬।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବର୍ତ୍ତମାନ ରାଜସ୍ଥାନ ଗସ୍ତରେ ଅଛନ୍ତି। ତାଙ୍କ ଗସ୍ତ ସମୟରେ ସେ ମନ୍ତବ୍ୟ ଦେଇଥିଲେ ଯେ କଂଗ୍ରେସ ଦଳର ମୁଖ୍ୟାଳୟରେ ‘ବନ୍ଦେ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri