The Minister of State for Social Justice & Empowerment, Shri Ramdas Athawale addressing a press conference, in New Delhi on November 24, 2017.
ମୁମ୍ବାଇ,୨୨।୩: ରିପବ୍ଲିକାନ ପାର୍ଟି ଅଫ୍ ଇଣ୍ଡିଆ ମୁଖ୍ୟ ତଥା କେନ୍ଦ୍ର ମନ୍ତ୍ରୀ ରାମଦାସ ଅଟଓ୍ବାଲେ ମହାରାଷ୍ଟ୍ରରେ ଆଇନ ଶୃଙ୍ଖଳା ପରିସ୍ଥିତକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଶାସନ ପାଇଁ ଦାବି କରିଛନ୍ତି। ରାମଦାସ କହିଛନ୍ତି, ମହାରାଷ୍ଟ୍ରର ଲୋକମାନେ ଆଇନ ଶୃଙ୍ଖଳା ପରିସ୍ଥିତିରେ ସରକାରଙ୍କ ଉପରେ ବିଶ୍ୱାସ ହରାଇଛନ୍ତି। ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କ ବିସ୍ଫୋରକ ଚିଠି ଯୋଗୁ ଅଡୁଆରେ ପଡିଛନ୍ତି ମହାରାଷ୍ଟ୍ର ସରକାର। ଏଭଳିସ୍ଥିତିରେ ମହାରାଷ୍ଟ୍ରରେ ରାଷ୍ଟ୍ରପତିଙ୍କ ଶାସନ ଲାଗୁ କରିବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଚିଠି ଲେଖିଛନ୍ତି ରାମଦାସ।