Posted inଜାତୀୟ

ସୀମା ହେଦରଙ୍କୁ ଟିକେଟ୍‌ ଦେବା ନେଇ ସଫେଇ ଦେଲେ ଅଠାଓ୍ବାଲେ

ନୂଆଦିଲ୍ଲୀ,୪।୮: ଆଜିକାଲି ପାକିସ୍ତାନୀ ମହିଳା ସୀମା ହେଦର ଏବଂ ତାଙ୍କ ପ୍ରେମିକ ଗ୍ରେଟର ନୋଏଡାର ସଚିନ ମୀନା ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କୁ ଫିଲ୍ମ ଅଫର ସହ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଟିକେଟ୍‌ ଅଫର୍‌ ଦିଆଯାଉଛି। ସୀମା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ଆଲୋଚନା ହେଉଛି। ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ଜାତୀୟ ମୁଖପାତ୍ର କିଶୋର ମାସୁମ ସୀମାଙ୍କୁ ଏହି ଦଳରେ ସାମିଲ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ତେବେ ବର୍ତ୍ତମାନ ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ମୁଖ୍ୟ ତଥା କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ ସେଫଇ ଦେଇଛନ୍ତି।
ଅଠଓ୍ବାଲେ କହିଛନ୍ତି ଯେ, ସୀମା ହେଦରଙ୍କ ସହ ଆମର ଦଳର କୌଣସି ସମ୍ପର୍କ ନାହିଁ। ସେ ପାକିସ୍ଥାନରୁ ଭାରତ ଆସିଛନ୍ତି। ତାଙ୍କୁ ଦଳରେ ଅନ୍ତର୍ଭୁକ୍ତ କରିବାର କୌଣସି ପ୍ରଶ୍ନ ଉଠୁନାହିଁ। ଯଦି ଶେଷରେ ତାଙ୍କୁ ଟିକେଟ ଦେବାକୁ ପଡିବ, ତେବେ ଏହା ଭାରତରୁ ପାକିସ୍ତାନକୁ ଏକ ଟିକେଟ ହେବ।
ଏହାପୂର୍ବରୁ ଦଳର ମୁଖପାତ୍ର କିଶୋର ମାସୁମ କହିଥିଲେ ଯେ, ସୀମା ଉତ୍ତରପ୍ରଦେଶ ମହିଳା ୱିଙ୍ଗର ରିପବ୍ଲିକାନ ପାର୍ଟିର ସଭାପତି ହୋଇପାରିବେ। ଯଦି ସୀମା ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୁଅନ୍ତି ଏବଂ ଯଦି ସେ ଭାରତୀୟ ନାଗରିକତ୍ୱ ପାଆନ୍ତି ତେବେ ତାଙ୍କୁ ତାଙ୍କ ଦଳରେ ସାମିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri