ମାଲଦ୍ୱୀପର କନେକ୍ଟିଭିଟି ପ୍ରୋଜେକ୍ଟର ନିରିକ୍ଷଣ କଲେ କେନ୍ଦ୍ର ମନ୍ତ୍ରୀ ରିଜିଜୁ

ମାଲେ,୧୭।୧୧: କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ଶୁକ୍ରବାର ମାଲଦ୍ୱୀପରେ ଭାରତ ଦ୍ୱାରା ଆର୍ଥିକ ଅନୁଦାନ ପ୍ରାପ୍ତ ଏକ ପ୍ରମୁଖ ସଂଯୋଗୀକରଣ ପ୍ରକଳ୍ପର କାର୍ଯ୍ୟର ଅଗ୍ରଗତି ଯାଞ୍ଚ କରିଛନ୍ତି ଯାହା ଦେଶକୁ ଆର୍ଥିକ ଅଭିବୃଦ୍ଧି ଏବଂ ସମୃଦ୍ଧତା ଆଣିବ ବୋଲି ଆଶା କରାଯାଉଛି। ରାଷ୍ଟ୍ରପତି ଶପଥ ଗ୍ରହଣ ସମାରୋହରେ ଭାରତର ପ୍ରତିନିଧିତ୍ୱ କରିବାକୁ ମାଲଦ୍ୱୀପର ନବ ନିର୍ବାଚିତ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ନିମନ୍ତ୍ରଣରେ ରିଜିଜୁ ଏଠାକୁ ଆସିଛନ୍ତି।
ଗ୍ରେଟର ମାଲେ କନେକ୍ଟିଭିଟି ପ୍ରୋଜେକ୍ଟ (ଜିଏମସିପି) ଅଧୀନରେ ରାଜଧାନୀ ସହର ମାଲେକୁ ଭିଲିଙ୍ଗଲି, ଗୁଲଫିଫାଲୁ ଏବଂ ଥିଲାଫୁସିର ଦ୍ୱୀପପୁଞ୍ଜ ସହିତ ସଂଯୋଗ କରିବା ପାଇଁ ୬.୭୪ କିଲୋମିଟର ଲମ୍ବର ବ୍ରିଜ ଏବଂ କେସୱେ ଲିଙ୍କ ନିର୍ମାଣ କରାଯିବ। ଏହା ୧୦୦ ମିଲିୟନ ଆମେରିକୀୟ ଡଲାର ଅନୁଦାନ ଏବଂ ଭାରତରୁ ୪୦୦ମିଲିୟନ ଆମେରିକୀୟ ଡଲାରର କ୍ରେଡିଟ ଅଧୀନରେ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri