Posted inଜାତୀୟ

କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡାଙ୍କୁ କରୋନା

ନୂଆଦିଲ୍ଲୀ,୧୯।୧୧-କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ଗୁରୁବାର ଗୌଡା ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ଆଇସୋଲେଶନରେ ଅଛନ୍ତି। ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁ ଲୋକମାନେ ଆସିଛନ୍ତି, ସେମାନେ ଦୟାକରି ସତର୍କ ରୁହନ୍ତୁ ଓ ସୁରକ୍ଷା ସମ୍ପର୍କିତ ସମସ୍ତ ପ୍ରୋଟୋକଲ ପାଳନ କରନ୍ତୁ ବୋଲି ଗୌଡା କହିଛନ୍ତି। ମୋଦି ସରକାର କ୍ୟାବିନେଟରେ ଗୌଡା କେମିକାଲ ଓ ଫର୍ଟିଲାଇଜର ମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

ଯୁଦ୍ଧ ମଧ୍ୟରେ ଉତ୍ତରାଧିକାରୀ ଘୋଷଣା କଲା ଇରାନ, ଜାଣନ୍ତୁ କିଏ ସେହି ମହମ୍ମଦ ବାଘେର

ନୂଆଦିଲ୍ଲୀ,୨୫।୩: ସର୍ବୋଚ୍ଚ ଜାତୀୟ ସୁରକ୍ଷା ପରିଷଦ ସଚିବ ଅଲି ଲାରିଜାନିଙ୍କ ମୃତ୍ୟୁ ପରେ, ଇରାନ ବ୍ରିଗେଡିୟର ଜେନେରାଲ ମହମ୍ମଦ ବାଘେର ଜୋଲକାଦରଙ୍କୁ ଏହାର ନୂତନ ସୁରକ୍ଷା ମୁଖ୍ୟ…

ଯୁଦ୍ଧ ଭିତରେ ‘ଏମରଜେନ୍ସି’ ଘୋଷଣା କଲା ଏହି ଦେଶ, ଲକ୍‌ଡାଉନ ପରି ବନ୍ଦ ହେଲା…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଚାପ ଏବେ ଫିଲିପାଇନ୍ସ ପର୍ଯ୍ୟନ୍ତ ପହଞ୍ଚିଛି। ସାତ ସମୁଦ୍ର ଦୂର। ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଯୋଗୁଁ, ବିଶ୍ୱ ଇନ୍ଧନ ଯୋଗାଣ…

ଗୋଟି ଗୋଟି ସବୁ ଦେଶଠାରୁ ଯୁଦ୍ଧ କ୍ଷତି ଆଦାୟ କରିବ ଇରାନ, ଖେଳିଲା ବଡ଼ ଗେମ୍‌, ଏବେ ଭୋଗିବ ସାରା ବିଶ୍ୱ

ନୂଆଦିଲ୍ଲୀ, ୨୫।୩: ଟଳିନି ବିଶ୍ୱ ସଙ୍କଟ । ଯୁଦ୍ଧ ଦ୍ୱାରା ଏପର୍ଯ୍ୟନ୍ତ ହୋଇଥିବା କ୍ଷତି କେବଳ ଏକ ଝଲକ ଥିଲା। ପ୍ରକୃତ ସଙ୍କଟ ଏବେ ଆରମ୍ଭ ହୋଇଛି,…

ବାଇକରେ ଯାଉଥିବାବେଳେ ବ୍ୟକ୍ତିଙ୍କ ଉପରେ ଚଢିଗଲା ଟ୍ରକ୍‌, ଘଟଣାସ୍ଥଳରେ…

ବାଣପୁର,୨୫।୩ (ଦିଲ୍ଲୀପ କୁମାର ସ୍ବାଇଁ ): ମର୍ମନ୍ତୁଦ ଦୁର୍ଘଟଣା। ଟ୍ରକ୍‌ ଚକା ତଳେ ଚାପି ହୋଇ ଚାଲିଗଲା ଜୀବନ। ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ କୁଲେଇ…

ଯୁଦ୍ଧ ଭିତରେ ତାଣ୍ଡବ କରିବ ବାତ୍ୟା, ଭୟଙ୍କର ଭାବରେ ଇରାନକୁ ମାଡ଼ି ଆସୁଛି…

ତେହରାନ,୨୫।୩: ଯୁଦ୍ଧଗ୍ରସ୍ତ ମଧ୍ୟପ୍ରାଚ୍ୟ ପାଇଁ, ଆଉ ଏକ ପ୍ରମୁଖ ଚ୍ୟାଲେଞ୍ଜ ଏବେ ଉଭା ହୋଇଛି। ଏଥର, ପ୍ରତିଦ୍ୱନ୍ଦ୍ୱୀ କୌଣସି ଦେଶ ନୁହେଁ, ବରଂ ପ୍ରକୃତି। ଏକ ଶକ୍ତିଶାଳୀ…

ଏବେ ଆରମ୍ଭ ହେଲା ଅସଲ ଯୁଦ୍ଧ! ନୂଆ ସଙ୍କଟ ଛିଡା କଲା ଇରାନ, ଭୟରେ ଥରହର ସବୁ ଦେଶ

ନୂଆଦିଲ୍ଲୀ, ୨୫।୩: ଯଦି ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଆପଣଙ୍କୁ ବିଶ୍ୱାସ କରାଇଛି ଯେ ବିଶ୍ୱ ସଙ୍କଟ ଟଳି ଯାଇଛି, ତେବେ ଏହି ଖବର ଉପରେ…

ଶାନ୍ତି ଆଲୋଚନା ଭିତରେ ଗ୍ରାଉଣ୍ଡକୁ ୩୦୦୦ ସେନା ପଠାଇଲେ ଟ୍ରମ୍ପ! ମହାଯୁଦ୍ଧ ନେଲା ଭୟଙ୍କର ମୋଡ

ଓ଼୍ବାଶିଂଟନ,୨୫।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଏକ ବଡ଼ ମୋଡ଼ରେ ପହଞ୍ଚିଛି। ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୋଟିଏ ପଟେ ଯୁଦ୍ଧ ଏଡାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri